ଭୁବନେଶ୍ବର: ଆଗାମୀ ୩ ଘଣ୍ଟା ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷା ନେଇ ସତର୍କ କରାଇଲା ପାଣିପାଗ ବିଭାଗ । ଏନେଇ ୪ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପୁରୀ, ଗଞ୍ଜାମ, କଟକ, ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଟ୍ବିନ୍ସିଟି କଟକ ଓ ଭୁବନେଶ୍ବର ପାଇଁ ମଧ୍ୟ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।
BREAKING NEWS
- Serious allegations against SCB Medical:ମେଡିକାଲ ବିରୋଧରେ ସାଂଘାତିକ ଅଭିଯୋଗ;ମାନସିକ ରୋଗୀଙ୍କୁ ପିଟିପିଟି ହତ୍ୟା !
- Mangaluru Blast at MRPL: ରିଫାଇନାରୀ ଅଘଟଣରେ ଜଣେ ମୃତ, ୯ ଆହତ
- Jail or Hotel ? ଜନ ଆସନ୍ତୋଷ ପରେ ବୁଲିଲା ବୁଲଡୋଜର
- ନିର୍ବାଚନରେ ପୁଣି ବ୍ୟାଲଟ୍ ପେପର ଫେରାଇ ଆଣିବାକୁ ଇଣ୍ଡିଆ ମେଣ୍ଟ ବୈଠକରେ ଖର୍ଗେଙ୍କ ଦାବି
- ସୁସ୍ଥ ହେଉଛନ୍ତି ଓରାଙ୍ଗଉଟାନ୍, ସୁହାଉଛି ଓଡ଼ିଶା ଜଳବାୟୁ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ
- ରୁଷରେ ଫସିଯାଇଛନ୍ତି ତେଲେଙ୍ଗାନାର ଚାରି ଯୁବକ; ଚାକିରି ନାଁରେ ସେନାରେ ଜବରଦସ୍ତି ଭର୍ତ୍ତି କରାଇଦେବା ଅଭିଯୋଗ
- ଖରାପ କୋଲେଷ୍ଟେରଲ୍ ବ୍ୟତୀତ ଏହି ୬କାରଣ ହାର୍ଟ ପାାଇଁ ବିପଦ
- J&K Encounter: ପହଲଗାମ୍ ମାଷ୍ଟରମାଇଣ୍ଡ ହାଶିମ ମୂସା ନିପାତ
- ମଝି ଆକାଶରେ ପାଇଲଟକୁ ଛୁରାମାଡ଼, ଅଳ୍ପକେ ବର୍ତ୍ତିଲେ ୧୮୦ ଯାତ୍ରୀ

Comments are closed.