ଭୁବନେଶ୍ୱର: ଓଲିଉଡ ଅଭିନେତା ଅନୁଭବ ମହାନ୍ତିଙ୍କ ଅଡ଼ୁଆ ବଢିଛି । ଅନୁଭବଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ। ଅନୁଭବଙ୍କ ବିରୋଧରେ ଚାଲିବ ଯୌତୁକ ନିର୍ଯାତନା ମାମଲା। ତଳ କୋର୍ଟଙ୍କ ଚାର୍ଜଫ୍ରେମକୁ ହାଇକୋର୍ଟ କାଏମ ରଖିଛନ୍ତି। ନୁଭବ ଓ ତାଙ୍କ କର୍ମଚାରୀଙ୍କ ବିରୋଧରେ ବର୍ଷା ଦେଇଥିଲେ ଏତଲା।
ଅନୁଭବ ଓ ସହଯୋଗୀ ଖଗେଶ୍ବରଙ୍କ ହେବ ବିଚାର। ପୁରୀଘାଟ ଥାନାରେ ନିର୍ଯାତନା ମାମଲା ହୋଇଥିଲା । ଅନୁଭବଙ୍କ ଘରେ ଥିବା ବେଳେ ମାନସିକ ନିର୍ଯାତନା ପାଉଥିବା କରିଥିଲେ ଅଭିଯୋଗ ହୋଇଛି। ତଳ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ଅନୁଭବ ହାଇକୋର୍ଟ ଯାଇଥିଲେ। ଆବେଦନ ଖାରଜ ପରେ ଏବେ ଆଇନଗତ କାର୍ଯ୍ୟାନୁଷ୍ଠାନ ସାମ୍ନା କରିବେ ଅନୁଭବ।
BREAKING NEWS
- Nyaya Sanhita Exhibition: ଆଉ ଦୁଇ ଦିନ ବଢିଲା ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ
- ଭିତ୍ତିଭୂମି ନିର୍ମାଣରେ ଓଡ଼ିଶା ତୁଳନାରେ ଆଗୁଆ ଅଛି ଆନ୍ଧ୍ର: ବିଦ୍ୟୁତ ରିପୋର୍ଟ
- ରାଜ୍ୟରେ ଦାଦନ ଶ୍ରମିକ ବୃଦ୍ଧି, ବର୍ଷକରେ ବଢିଲେଣି ୨୨ ହଜାର ପ୍ରବାସୀ
- Youth Commits Suicide: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
- ଜାତୀୟ ସଙ୍ଗୀତ ଗାୟନ ବିବାଦ ପରେ ଇରାନର ୫ ଖେଳାଳିଙ୍କୁ ମାନବୀୟ ଭିଜା ଦେଲା ଅଷ୍ଟ୍ରେଲିଆ
- ଏବର୍ଷ ରାଜ୍ୟରେ ବଢ଼ିଛି କୁମ୍ଭୀରଙ୍କ ସଂଖ୍ୟା
- “Rahul Gandhi ‘urban naxal'”: ରାହୁଲଙ୍କ ଉପରେ ବର୍ଷିଲେ କେନ୍ଦ୍ର ମନ୍ତ୍ରୀ, କହିଲେ, ‘ନକ୍ସଲ… ନିର୍ବୋଧ ରାଜକୁମାର…’
- ବିପୁଳ ପରିମାଣର ଗଞ୍ଜେଇ ସହ ନଗଦ ୪ ଲକ୍ଷ ଟଙ୍କା ଜବତ, ଦୁଇ ଗିରଫ
- ଟି୨୦ ବିଶ୍ୱକପର ଶ୍ରେଷ୍ଠ ଏକାଦଶ ଘୋଷିତ
- ବଡ଼ ପରଦାରେ ‘ମଧୁବାଲା’: ଏହି ଅଭିନେତ୍ରୀ ପାଲଟିବେ ‘ହୁସନ୍ କି ମଲ୍ଲିକା’
Comments are closed.