ଭୁବନେଶ୍ୱର: ରାଜ୍ୟରେ କରୋନା ଯୋଗୁଁ ଜାରି ହୋଇଥିବା ଲକଡାଉନ୍ ପାଠପଢାରେ ବଡ ସମସ୍ୟା ସୃଷ୍ଟି କରିଛି । ତେବେ ଛାତ୍ରଛାତ୍ରୀ ଏହି ସମସ୍ୟାକୁ ସୁଯୋଗରେ ପରିଣତ କରନ୍ତୁ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଅନୁରୋଧ କରିଛନ୍ତି । ସେ କହିଛନ୍ତି, ଲକଡାଉନ୍ ସରିବା ପରେ ଜୁନ୍ ୧୭ ପରେ ଯେ କୌଣସି ସମୟରେ ପରୀକ୍ଷା କରିବାକୁ ସରକାର ପ୍ରସ୍ତୁତ ଅଛନ୍ତି । ତେଣୁ ଛାତ୍ରଛାତ୍ରୀଙ୍କୁ ଅନୁରୋଧ ସେମାନେ ପାଠପଢାରେ ମନ ଦିଅନ୍ତୁ ।
ୟୁଜିସି ଜାରି କରିଥିବା ଗାଇଡଲାଇନ୍ ଉପରେ ପ୍ରତିକ୍ରିୟା ରଖି ମନ୍ତ୍ରୀ କହିଛନ୍ତି, ଏହାକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ତର୍ଜମା କରିିବ । ଓଡିଶା ପାଇଁ ଯାହା ଠିକ୍ ହେବ ସେ ଅନୁସାରେ ବିଭାଗ ପଦକ୍ଷେପ ନେବ । ଉଚ୍ଚସ୍ତରୀୟ ବୈଠକରେ ପରବର୍ତୀ ନିଷ୍ପତି ନିଆ ଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି ।
BREAKING NEWS
- ଆଇପିଏଲ ପାଇଁ ପିଏସଏଲ ଛାଡିଲେ ବ୍ଲେସିଙ୍ଗ ମୁଜାରବାନୀ
- ଜମି ଭାଗ ପାଇଁ ଡବଲ ମର୍ଡର; ନିଜ ବଡ଼ ଭାଇ ଓ ମା’ଙ୍କୁ ହତ୍ୟା…
- ‘ଗ୍ଲୋବାଲ ସମିଟ୍ ଅନ୍ ବ୍ଲୁ ଇକୋନୋମି ୨୦୨୬’ ଉଦଘାଟିତ; ନୀଳ ଅର୍ଥନୀତି କ୍ଷେତ୍ରରେ ସ୍ଥାୟୀ ଅଭିବୃଦ୍ଧି ପାଇଁ ଏକତ୍ରିତ…
- ଆଇସିସି ଟି୨୦ ବିଶ୍ୱକପ ୨୦୨୬: ୧୫୦୦ କୋଟିରୁ ଊର୍ଦ୍ଧ୍ୱ ଆୟ
- ପିଏମ୍ କିଷାନ ଉତ୍ସବ ଦିବସ; ଓଡିଶାର ୩୪ ଲକ୍ଷରୁ ଉର୍ଦ୍ଧ୍ୱ କୃଷକ ପାଇଲେ ୬୮୪ କୋଟି
- ଭୟାବହ ଯୁଦ୍ଧ ସ୍ଥିତି ପାଇଁ ‘ଇଫ୍ତାର ଓ ଇଦ୍ ମିଲନ’ ପାଳନ କରିବନି ବିଜେଡି…
- ଭୋଟର ତାଲିକାରୁ କଟିଲା ୬୩ ଲକ୍ଷ ନାଁ ଦୋହଲି ଯିବ କି ଦିଦିଙ୍କ ଆସନ !
- Gold rate falls: ଖସିଲା ସୁନା ଦର; ଜାଣନ୍ତୁ କ’ଣ ରହିଛି ଦାମ୍
- ବିଜେପିକୁ ବାଏବାଏ କଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ
- ଆଇପିଏଲ: ୩୦୦ କ୍ଲବରେ ସାମିଲ ହେବା ପାଇଁ କୋହଲିଙ୍କୁ ଆବଶ୍ୟକ ୯ ଛକା
Comments are closed.