ଭୁୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବଢ଼ୁଛି ବିପଦ । ଆଜି ଗୋଟିଏ ଦିନରେ ଭୁବନେଶ୍ୱରରେ ଚିହ୍ନଟ ହୋଇଛନ୍ତି ସର୍ବାଧିକ ୩୭୦ ପଜିଟିଭ। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୪ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୧୬୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ୧୫୦ଜଣ ସୁସ୍ଥ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।
Update on newly detected & cured #COVID19 cases in the last 24 hrs under the BMC area on 19th Aug 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/Uml2BqEEmo— BMC (@bmcbbsr) August 19, 2020
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୬୦୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୮୪୦ଜଣ ସୁସ୍ଥ ହୋଇଛନ୍ତି ଓ ୩୦ ଜଣଙ୍କର ମୃତ୍ୟୁ ଘଟିଛି । ଏବେ ବି ୨୨୦୧ଜଣ ଚିକିତ୍ସାଧୀନ ଅବସ୍ତାରେ ଅଛନ୍ତି ।
Comments are closed.