ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରୁ ଚଳିତବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସିତ ହୋଇଛି । ପାରମ୍ପରିକ ପୂଜାର୍ଚ୍ଚନା ପରେ ଗେଟ୍ ଖୋଲିଛି । ପ୍ରଥମେ ଖୋଲାଗଲା ଡ୍ୟାମର ୭ ନମ୍ବର ସ୍ଲୁଇସ୍ ଗେଟ୍ । ହୀରାକୁଦ ଜଳଭଣ୍ଡାରରେ ବର୍ତ୍ତମାନ ୬୧୮ ଫୁଟ ପାଣି ରହିଛି । ଡ୍ୟାମର ଜଳ ଧାରଣା କ୍ଷମତା ରହିଛି ୬୩୦ ଫୁଟ୍ । ଉପରମୁଣ୍ଡରେ ବର୍ଷା ପରେ ପ୍ରଥମ ଗେଟ୍ ଖୋଲିଛି । ଆଗକୁ ସ୍ଥିତି ଦେଖି କେତୋଟି ଗେଟ୍ ଖୋଲାଯିବ ନିଷ୍ପତ୍ତି ନେବେ ଡ୍ୟାମ୍ କର୍ତ୍ତୃପକ୍ଷ ।
ହୀରାକୁଦ ଡ୍ୟାମର ଗେଟ୍ ଖୋଲିବା ପୂର୍ବରୁ ତଳି ଅଞ୍ଚଳ ଲୋକଙ୍କୁ ସଚେତନ କରାଇଥିଲା ଜିଲ୍ଲା ପ୍ରଶାସନ । ହୀରାକୁଦ, ବୁର୍ଲା ଓ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଡାକବାଜି ଯନ୍ତ୍ର ଜରିଆରେ ସଚେତନ କରାଯାଇଥିଲା । ସେହିପରି ମହାନଦୀ ଅବବାହିକାରେ ଥିବା ଅଞ୍ଚଳଗୁଡ଼ିକୁ ଆଲର୍ଟ ରହିବା ପାଇଁ କୁହାଯାଇଥିଲା ।
BREAKING NEWS
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ; ‘ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
Comments are closed.