Latest Odisha News

BREAKING NEWS

୨୦୨୩ ହକି ବିଶ୍ୱ କପ୍: ରାଉରକେଲା ଷ୍ଟା଼ଡିୟମ ପରିଦର୍ଶନ କଲେ ଅନ୍ତର୍ଜାତୀୟ ହକି ଫେଡେରେସନ୍ ଅଧ୍ୟକ୍ଷ

ରାଉରକେଲା : ୨୦୨୩ରେ ରାଉରକେଲାରେ ଆୟୋଜିତ ହେବାକୁ ଥିବା ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି । ଆଜି ଅନ୍ତର୍ଜାତୀୟ ହକି ଫେଡେରେସନ୍ ଅଧ୍ୟକ୍ଷ ନରିନ୍ଦର ବାତ୍ରା  ବିଜୁ ପଟ୍ଟନାୟକ ହକି ଷ୍ଟାଡିୟମ ପରିଦର୍ଶନ କରିଛନ୍ତି । ତାଙ୍କ ସହିତ ଟେକ୍ନିକାଲ୍ ଟିମ୍ ଓ ବହୁ ବରିଷ୍ଠ ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ ।

ଏହାସହ କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, କ୍ରୀଡା ସଚିବ ବିଶାଲ ସଚିବ, କ୍ରୀଡା ନିର୍ଦ୍ଦେଶକ ଭିନିଲ କ୍ରିଷ୍ଣା, ବିଧାୟକ ସାରଦା ନାୟକ, ସୁନ୍ଦରଗଡ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ଉପସ୍ଥିତ ରହିଥିଲେ ।

ଆସନ୍ତା ହକି ବିଶ୍ୱକପ୍ ପାଇଁ ଆବଶ୍ୟକ ଭିତ୍ତିଭୂମିର ସମୀକ୍ଷା କରାଯାଇଛି ।

Leave A Reply

Your email address will not be published.