ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ଚାଲିଛି ଜୋର୍ସୋର୍ରେ ପ୍ରସ୍ତୁତି । ଭୂତାଣୁକୁ ରୋକିବା ପାଇଁ ଯଥାସମ୍ଭବ ଚେଷ୍ଟା ଚଳାଇଛନ୍ତି ରାଜ୍ୟ ସରକାର। ଏଥିପାଇଁ ଘରେ ଘରେ ପେନ୍ସନ୍ ଓ ପିଡିଏସ୍ ସାମଗ୍ରୀ ପହଂଚାଇବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ଏନେଇ ସରକାରଙ୍କ ପକ୍ଷରୁ ସର୍କୁଲାର ଜାରି ହୋଇଛି ।
ଏନେଇ ସମସ୍ତ ଜିଲ୍ଲାପାଳ, ଜିଲ୍ଲା ମାଜିଷ୍ଟ୍ରେଟ ଓ ମ୍ୟୁନସିପାଲ କମିଶନରଙ୍କୁ ନିର୍ଦ୍ଦେଶ ଜାରି କରାଯାଇଛି । ସାମାଜିକ ଦୂରତା ନିର୍ଦ୍ଦେଶନାମା ମାନି ଭତ୍ତା ଓ ସାମଗ୍ରୀ ଯୋଗାଣ କରାଯିବ ।
BREAKING NEWS
- ବଲିଉଡ ଅଭିନେତା ଟାଇଗର ଶ୍ରଫ୍ଙ୍କୁ ଗୁଳିମାଡ଼ ଘଟଣା: ୧୬ ଘଣ୍ଟା ଭିତରେ ୩ ଅଭିଯୁକ୍ତ ଗିରଫ
- ସୁଜାତା କାର୍ତ୍ତିକେୟନଙ୍କ ଡିପ୍ଫେକ୍ ଭିଡିଓକୁ ନେଇ ରାଜନୀତି ସରଗରମ; କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି
- ଆମ୍ବୁଲାନ୍ସ ଦୁର୍ଘଟଣାରେ ଆଈ ଓ ନାତୁଣୀ ମୃତ, ୨ ଜଣ ଗୁରୁତର
- ସାମାନ୍ୟ ବଚସାରୁ ଗୋଷ୍ଠୀ ସଂଘର୍ଷ, ୩ ଗୁରୁତର ୨ ଆହତ
- ଟାଇଗର ଶ୍ରଫଙ୍କ ଉପରେ ଗୁଳିମାଡ଼: ସେଲିବ୍ରିଟିଙ୍କ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବେ ମହାରାଷ୍ଟ୍ର ସରକାର; କାର୍ଯ୍ୟାନୁଷ୍ଠାନ ଦାବି କଲା AICWA
- ୧୭ରୁ ଅଧିକ ମାମଲାରେ ସଂପୃକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବଣ୍ଟି ପ୍ରସାଦକୁ ଏନ୍କାଉଣ୍ଟର
- Weather Update: ଦଶହରାରେ ଖରାପ ହେବନି ପାଣିପାଗ, ବର୍ଷାରେ ଭିଜିପାରେ କୁମାର ପୂର୍ଣ୍ଣିମା
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ

Comments are closed.