Latest Odisha News

BREAKING NEWS

ଅମିତ ଶାହା ଅସୁସ୍ଥ, ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ପୁଣି ଅସୁସ୍ଥ । ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ସେ ଏମ୍ସରେ ଭର୍ତ୍ତି ହୋଇଥିବା ସୂଚନା । ଗତକାଲି ବିଳମ୍ବିତ ରାତିରେ ଦିଲ୍ଲୀ ଏମ୍ସ ରେ ଭର୍ତ୍ତି ହୋଇଛନ୍ତି ଶାହା।

ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡିଛି । କିଛି ଦିନ ତଳେ ସେ ମେଦାନ୍ତ ହସ୍ପିଟାଲରୁ କରୋନା ରୁ ସୁସ୍ଥ ହୋଇ ସେ ଘରକୁ ଫେରିଥିଲେ ।

Leave A Reply

Your email address will not be published.