ନୂଆଦିଲ୍ଲୀ: ଏବେ ସାରା ଦେଶରେ ଲାଗୁ ହେବନି ରାଷ୍ଟ୍ରୀୟ ନାଗରିକ ପଂଜିକା(ଏନ୍ଆର୍ସି) । ଏନେଇ ଲୋକସଭାରେ ସ୍ୱରଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଲିଖିତ ବୟାନ ଦିଆଯାଇଛି । ଲୋକସଭା ସାଂସଦ ଚନ୍ଦନ ସିଂ ଏବଂ ନାଗେଶ୍ୱର ରାଓଙ୍କ ପକ୍ଷରୁ ପଚରା ଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଏଭଳି ଜବାବ ଦେଇଛନ୍ତି ।
ଏନ୍ଆର୍ସିକୁ ନେଇ ସାରା ଦେଶରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ବିରୋଧୀ ଏହାକୁ ପ୍ରସଙ୍ଗ କରି ମୋଦି ସରକାରଙ୍କୁ ଘେରିଛନ୍ତି । ଏନ୍ଆର୍ସି ଲାଗୁ କରିବା ପାଇଁ କେନ୍ଦ୍ର ପ୍ରସ୍ତୁତ ହେଲାଣି କି । ଏ ବାବଦରେ ରାଜ୍ୟ ସରକାରଙ୍କ ସହ କେନ୍ଦ୍ର ସରକାର ଆଲୋଚନା କଲେଣି କି ଏଭଳି ୫ଟି ପ୍ରଶ୍ନ ସାଂସଦ ଚନ୍ଦନ ସିଂ ଓ ନାଗେଶ୍ୱର ରାଓ ପଚାରିଥିଲେ ।
ଏସବୁ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ ଲିଖିତ ବୟାନ ଉପସ୍ଥାନ କରିଥିଲେ । ଏଯାବତ ଭାରତ ସରକାର ସାରା ଦେଶରେ ଏନ୍ଆର୍ସି ଲାଗୁ କରିବା ପାଇଁ ନିଷ୍ପତି ନେଇନାହାନ୍ତି ବୋଲି କହିଥିଲେ । ତେବେ ଏହି ପ୍ରଶ୍ନର ଉତ୍ତର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦେବାର ଥିଲା । କିନ୍ତୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ଉତ୍ତର ଦେଇ ପାରିନଥିଲେ ।
BREAKING NEWS
- ଛାତ୍ର ସଂସଦ ନିର୍ବାଚନ ବାତିଲ ନେଇ ଭଦ୍ରକ କଲେଜରେ ସାଇନ୍ ଡାଏ
- Salman Khan: ଫ୍ୟାନ୍ସଙ୍କୁ ଚମକାଇଲେ ଭାଇଜାନ୍! ହାଫ୍ ପ୍ୟାଣ୍ଟ ପିନ୍ଧି YouTubeରେ ଏଣ୍ଟ୍ରି କଲେ ସଲମାନ ଖାନ୍, ଛାଡ଼ିଦେବେ କି ଅଭିନୟ?
- ଦିଲ୍ଲୀ ମୁହାଁ CJP ସମର୍ଥକ; ଆନ୍ଦୋଳନ ଅଟକାଇବାକୁ ସମସ୍ତ ରାଜ୍ୟକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟର କଡ଼ା ନିର୍ଦ୍ଦେଶ
- Vote Chori Proof: ସିଇସିଙ୍କ ଇସ୍ତଫା ଦାବିରେ ରାଷ୍ଟ୍ରପତିଙ୍କୁ ଭେଟିଲା ଇଣ୍ଡି ମେଣ୍ଟ, ଭୋଟ ଚୋରିର ପ୍ରମାଣ ମାଗିଲେ ମହାମହିମ, ରାହୁଲ କହିଲେ…
- Low Pressure: ବଙ୍ଗୋପସାଗରରେ ୧୩ରେ ଲଘୁଚାପ! ଭିଜିବ ଦଶହରା ନା ପାଗ ରହିବ ଶୁଖିଲା? ଆସିଲା ବଡ଼ ଅପଡେଟ୍
- SI Recruitment Scam: ଏସ୍ଆଇ ନିଯୁକ୍ତି ଦୁର୍ନୀତିରେ ଇଡିର ବଡ଼ ଆକ୍ସନ୍! କୋଟି କୋଟି ଟଙ୍କାର ମନି ଟ୍ରେଲ୍ ଖୋଜୁଛି ତଦନ୍ତକାରୀ ସଂସ୍ଥା, ମୁନା ମହାନ୍ତିଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ରେଡ୍
- Student Polls: ଜେନ୍-ଜିଙ୍କୁ ଡରୁଛି ବିଜେପି? ଛାତ୍ର ସଂସଦ ନିର୍ବାଚନରେ ପକ୍ଷପାତ ଅଭିଯୋଗ, ରାସ୍ତାକୁ ଓହ୍ଲାଇବ ବିଜେଡି!
- Delhi on High Alert: ଦିଲ୍ଲୀରେ ହାଇଆଲର୍ଟ! ୪୫ ମେଟ୍ରୋ ଷ୍ଟେସନ୍ ବନ୍ଦ, ୬୬ରୁ ଅଧିକ ଟ୍ରେନ୍ ବାତିଲ୍, ହଜାର ହଜାର ସୁରକ୍ଷାକର୍ମୀଙ୍କ ନଜର; CJP ପ୍ରଦର୍ଶନ ପୂର୍ବରୁ ରାଜଧାନୀରେ ଅଭୂତପୂର୍ବ ସୁରକ୍ଷା
- କ୍ଷେପଣାସ୍ତ୍ର ଆକ୍ରମଣ ପରେ ସାଉଦି ବିମାନବନ୍ଦରରେ ଆତଙ୍କ; ଭାରତୀୟମାନଙ୍କୁ ଘରୁ ବାହାରକୁ ନ ବାହାରିବାକୁ ପରାମର୍ଶ
- ୨ଦିନିଆ ଗସ୍ତ ଓଡ଼ିଶା ଗସ୍ତରେ ମୋହନ ଭାଗବତ

Comments are closed.