Latest Odisha News

BREAKING NEWS

ଏମିତି ବି ଆସେ ମୃତ୍ୟୁ, ଟ୍ରେନିଂ ଚାଲିଥିବାବେଳେ ଟଳିପଡିଲେ ହୋମଗାର୍ଡ

ଭୁବନେଶ୍ୱର: ଭୁବନେଶ୍ୱର ରିଜର୍ଭ ଅଫିସ୍ ରେ ଅଘଟଣ । ଟ୍ରେନିଂ ବେଳେ ଚାଲିଗଲା ହୋମଗାର୍ଡଙ୍କ ଜୀବନ । ମୃତ ହୋମଗାର୍ଡ ଜଣଙ୍କ ହେଲେ ବାସୁଦେବ ମାନସିଂହ । ବାସୁଦେବ ଏୟାରଫିଲ୍‌ଡ ଥାନାରେ ଡ୍ୟୁଟି କରୁଥିଲେ ।

ରିଫ୍ରେସର କୋର୍ସ ପାଇଁ ଟ୍ରେନିଂ ନେଉଥିବାବେଳେ ହୋମଗାର୍ଡ ବାସୁଦେବ ଙ୍କ ର ମୃତ୍ୟୁ ଘଟିଛି । ତାଙ୍କର ମୃତଦେହକୁ କ୍ୟାପିଟାଲ ହସ୍ପିଟାଲରେ ରଖାଯାଇଥିବାବେଳେ ଘଟଣାର ତଦନ୍ତ କରୁଛି ସହିଦ ନଗର ଥାନା ପୋଲିସ । ରିପୋର୍ଟ ଆସିବା ପରେ ମୃତ୍ୟୁ ର କାରଣ ଜଣାପଡିବ ।

Leave A Reply

Your email address will not be published.