Latest Odisha News

BREAKING NEWS

ଭାରତରୁ ହଂକକଂଗ ଯିବନି କୌଣସି ବିମାନ, ବିମାନ ଚଳାଚଳ ଉପରେ ରୋକ ଲଗାଇଲେ ହଂକକଂଗ ସରକାର

ନୂଆଦିଲ୍ଲୀ: ଭାରତରୁ ବିମାନ ଚଳାଚଳ ବନ୍ଦ କଲା ହଂକକଂଗ । ସମସ୍ତ ବିମାନ ଚଳାଚଳ ଉପରେ ରୋକ ଲଗାଇଛନ୍ତି ହଂକକଂଗ ସରକାର । ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି । ଏପ୍ରିଲ ୪ ତାରିଖରେ ବିସ୍ତରା ବିମାନରେ ହଂଗ କଂଗ ଯାଇଥିବା ୪୯ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡିଛି । 

ପାକିସ୍ତାନ, ଫିଲିପାଇନ୍ସ ଓ ଭାରତରୁ ହଂକକଂଗ ଯାଉଥିବା ସମସ୍ତ ବିମାନ ଉଡାଣ ଉପରେ ୨ ସପ୍ତାହ ପାଇଁ ରୋକ୍ ଲଗାଇଛି ହଂକକଂଗ ।

Leave A Reply

Your email address will not be published.