ଯାଜପୁର: ଭୁବନେଶ୍ୱର ଉପକଣ୍ଠ ଯାଁଳା ଫାଣ୍ଡି ପରିସରରେ ଗାଡ଼ି ଭିତରୁ ମିଳିଥିଲା ନରକଙ୍କାଳ । ଏବେ ଯାଜପୁର ଜିଲ୍ଲାରେ ପୋଖରୀ ଭିତରୁ କଙ୍କାଳ ଉଦ୍ଧାର ହୋଇଛି । ଯାଜପୁର ସଦର ଥାନା ଅନ୍ତର୍ଗତ କପିଳେଶ୍ୱର ବଣିଆପଡ଼ାର ଏକ ପୋଖରୀରୁ ଉଦ୍ଧାର ହୋଇଛି ମଣିଷ କଙ୍କାଳ ଉଦ୍ଧାର । ଏହି ଖବର ଜଣାପଡ଼ିବା ପରେ ପୋଖରୀ ନିକଟରେ ଲୋକ ରୁଣ୍ଡ ହୋଇଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଖୋଳତାଡ କରୁଛି ।

ମହିଳାଙ୍କ ବେକରେ ଏକ ଓଢ଼ଣୀ ବନ୍ଧା ହୋଇଛି । ଅନୁମାନ କରାଯାଉଛି କେହି ତାଙ୍କୁ ହତ୍ୟା କରି ପୋଖରୀ ଭିତରେ ଫିଙ୍ଗ ଦେଇ ଥାଇ ପାରନ୍ତି । ତେବେ ପ୍ରଶ୍ନ ଉଠୁଛି, କାହାର ଏହି କଙ୍ଗାଳ ? ମୃତକଙ୍କ ପରିଚୟ କଣ ? ପୋଖରୀ ଭିତରକୁ କୁଆଡୁ ଆସିଲା ? ମୃତକଙ୍କ ପରିଚୟ ଜାଣିବା ପାଇଁ ସାଇଣ୍ଟିଫିକ ଟିମ୍ ସହାୟତାରେ ତଦନ୍ତ ଚଳାଇଛି ଯାଜପୁର ସଦର ଥାନା ପୋଲିସ ।
BREAKING NEWS
- ସିବିଆଇ ଅଫିସରେ ଥାଲାପତି ବିଜୟ…
- ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ପଡ଼ିବ ଭିତ୍ତିପ୍ରସ୍ତର
- ଭାରତ-ବାଂଲାଦେଶ ବିବାଦରେ ପାକିସ୍ତାନର ଏଂଟ୍ରି
- Vande Mataram: ସମସ୍ତ ଶିକ୍ଷାନୁଷ୍ଠାନରେ ସାମୂହିକ ବନ୍ଦେ ମାତରମ୍ ଗାନ କଲେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ
- ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜର ବାକିତକ ମ୍ୟାଚରୁ ଓହରିଲେ ୱାଶିଂଟନ ସୁନ୍ଦର
- ସଫଳ ହେବ କି PSLV ମିଶନ ? ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା ରକେଟ୍
- ଇରାନ ଉତ୍ତେଜନା: ୫୩୮ଜଣଙ୍କ ମୃତ୍ୟୁ, ୧୦ ହଜାରରୁ ଊର୍ଦ୍ଧ୍ୱ ଗିରଫ
- Golden Globe Awards 2026: ଓୱେନ୍ କୁପର୍ଙ୍କୁ ଗୋଲ୍ଡେନ୍ ଗ୍ଲୋବ୍ ପୁରସ୍କାର
- ସୋଲାନରେ ଅଗ୍ନିକାଣ୍ଡ: ଶିଶୁ ମୃତ, ୯ ଆହତ
- ‘ମୁଁ ହେଇଥିଲେ, ଇରାନୀ ନେତାଙ୍କୁ ହତ୍ୟା କରିଥାନ୍ତି,’ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଖାମେନେଇଙ୍କୁ ଦେଲେ ଆଶ୍ଚର୍ଯ୍ୟଜନକ ଧମକ…
Comments are closed.