ଯାଜପୁର: ଭୁବନେଶ୍ୱର ଉପକଣ୍ଠ ଯାଁଳା ଫାଣ୍ଡି ପରିସରରେ ଗାଡ଼ି ଭିତରୁ ମିଳିଥିଲା ନରକଙ୍କାଳ । ଏବେ ଯାଜପୁର ଜିଲ୍ଲାରେ ପୋଖରୀ ଭିତରୁ କଙ୍କାଳ ଉଦ୍ଧାର ହୋଇଛି । ଯାଜପୁର ସଦର ଥାନା ଅନ୍ତର୍ଗତ କପିଳେଶ୍ୱର ବଣିଆପଡ଼ାର ଏକ ପୋଖରୀରୁ ଉଦ୍ଧାର ହୋଇଛି ମଣିଷ କଙ୍କାଳ ଉଦ୍ଧାର । ଏହି ଖବର ଜଣାପଡ଼ିବା ପରେ ପୋଖରୀ ନିକଟରେ ଲୋକ ରୁଣ୍ଡ ହୋଇଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଖୋଳତାଡ କରୁଛି ।

ମହିଳାଙ୍କ ବେକରେ ଏକ ଓଢ଼ଣୀ ବନ୍ଧା ହୋଇଛି । ଅନୁମାନ କରାଯାଉଛି କେହି ତାଙ୍କୁ ହତ୍ୟା କରି ପୋଖରୀ ଭିତରେ ଫିଙ୍ଗ ଦେଇ ଥାଇ ପାରନ୍ତି । ତେବେ ପ୍ରଶ୍ନ ଉଠୁଛି, କାହାର ଏହି କଙ୍ଗାଳ ? ମୃତକଙ୍କ ପରିଚୟ କଣ ? ପୋଖରୀ ଭିତରକୁ କୁଆଡୁ ଆସିଲା ? ମୃତକଙ୍କ ପରିଚୟ ଜାଣିବା ପାଇଁ ସାଇଣ୍ଟିଫିକ ଟିମ୍ ସହାୟତାରେ ତଦନ୍ତ ଚଳାଇଛି ଯାଜପୁର ସଦର ଥାନା ପୋଲିସ ।
BREAKING NEWS
- ଫେସବୁକ୍-ଇନଷ୍ଟାଗ୍ରାମରେ ଚାଲିଛି ଶିଶୁ ଯୌନ ଶୋଷଣ ବିଜ୍ଞାପନ! କେନ୍ଦ୍ର ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ
- Weapons in Space: ଅନ୍ତରୀକ୍ଷରେ ଆମେରିକାର ଅସ୍ତ୍ର! ରୁଷ-ଚୀନକୁ ବଡ଼ ଚେତାବନୀ, ମହାକାଶରେ ଆରମ୍ଭ ହେବ କି ନୂଆ ଯୁଦ୍ଧ?
- ଚିନ୍ତାରେ ପାକ୍ ସରକାର : ପେଟ୍ରୋଲ ପାଇଁ “ଲକ୍ ଡାଉନ୍ “ଭଳି ଆଗକୁ ବ୍ୟବସ୍ଥା
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ
- Powerful Bombs: ଆହୁରି ଭୟଙ୍କର ହୋଇପାରେ ଇରାନ ଯୁଦ୍ଧ? ଇସ୍ରାଏଲକୁ ୪୦ ହଜାର ବମ୍ ଦେବେ ଟ୍ରମ୍ପ!
- ଓରାଙ୍ଗଉଟାନ୍ଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରୁଛନ୍ତି ବିଶେଷଜ୍ଞ ଟିମ୍
- ମୋଦୀଙ୍କୁ ସାହାଯ୍ୟ ମାଗିବାର କିଛି ଦିନ ଭିତରେ ମିଳିଲା ନ୍ୟାୟ: ସମାଧାନ ହେଲା ମୁମ୍ବାଇର ବହୁ ଚର୍ଚ୍ଚିତ ଜମି ବିବାଦ ମାମଲା
- କୁକୁର ନା ବିରାଡ଼ି କାମୁଡ଼ା, କିଏ ଅଧିକ ବିପଜ୍ଜନକ? ଜାଣନ୍ତୁ ଏନେଇ କ’ଣ କହୁଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ
- ଆକାଶରେ ଫାଟିଲା ଟାୟାର, ବିମାନ ଭିତରେ ଖସିପଡ଼ିଲା ଛାତ: ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି ଛାତିଥରା ଭିଡିଓ
- ସଲମାନଙ୍କ ଦୁଃଖ ଭରା ପୋଷ୍ଟ ନା ଆଗାମୀ ଫିଲ୍ମ ‘ସିକନ୍ଦର’ର ପ୍ରମୋସନ୍? ସୋସିଆଲ୍ ମିଡିଆରେ ଚର୍ଚ୍ଚା ଜୋର

Comments are closed.