ସୁନ୍ଦରଗଡ଼: କଟନି ଛଟନି ଓ ଟୋକନ ନ ମିଳିବାରୁ ତାତିଲେ ଚାଷୀ । ସୁନ୍ଦରଗଡ଼ ଜିଲ୍ଲାରେ ରାସ୍ତାକୁ ଓହ୍ଲଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲା ବାଲିଶଙ୍କର ଅନ୍ତର୍ଗତ କରମଡିହି ଜସପୁର ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି ଚାଷୀ । ଧାନ ବସ୍ତା ଓ ଟ୍ରାକ୍ଟର ରଖି ରାସ୍ତାରୋକ କରିଛନ୍ତି । ଚାଷୀ ଅଭିଯୋଗ କରିଛନ୍ତି, ବାଲିଶଙ୍କରାରେ ଅଭାବୀ ଧାନ ବିକ୍ରିର ସମସ୍ୟାର ସମାଧାନ ପାଇଁ ଜିଲ୍ଲାପାଳଙ୍କୁ ଜଣାଇଥିଲେ । କିଛି ସୁଫଳ ନମିଳିବାରୁ ବାଧ୍ୟ ହୋଇ ରାସ୍ତାକୁ ଓହ୍ଲାଇଛନ୍ତି । ଟୋକନ ଅବ୍ୟବସ୍ଥା ଓ କଟନି ଛଟନି ପାଇଁ ହଇରାଣ ହେଉଥିବା ଅଭିଯୋଗରେ ରାସ୍ତାରୋକ କରିଛନ୍ତି ଚାଷୀ ।
BREAKING NEWS
- ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ଅଭିଯାନ; ୧୦ ହଜାରରୁ ଅଧିକ ମହିଳାଙ୍କୁ କିଟ୍ ଓ ସଚେତନତା ବାଣ୍ଟିଲା ଟିପିଏସ୍ଓଡିଏଲ୍
- ବିଜେଡିକୁ ଶକ୍ତ ଝଟ୍କା, ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା
- ଅପରେସନ ସାଇବର କବଚ: ୩୪,୧୦୧ଟି ବେନାମୀ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ, ୩୩୬ ଜଣ ଗିରଫ
- ଏଥର ଟି୨୦ରେ ବୁମରାହଙ୍କୁ କମ ଦେଖିବାକୁ ମିଳିବ
- ଟି୨୦ ବିଶ୍ୱକପ: ଭାଙ୍ଗିଲା ଏହି ସବୁ ରେକର୍ଡ
- ଗୁଜରାଟ ଟାଇଟାନ୍ସର ବ୍ୟାଟିଂ କୋଚ ହେଲେ ମାଥ୍ୟୁ ହେଡେନ
- Nyaya Sanhita Exhibition: ଆଉ ଦୁଇ ଦିନ ବଢିଲା ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ
- ଭିତ୍ତିଭୂମି ନିର୍ମାଣରେ ଓଡ଼ିଶା ତୁଳନାରେ ଆଗୁଆ ଅଛି ଆନ୍ଧ୍ର: ବିଦ୍ୟୁତ ରିପୋର୍ଟ
- ରାଜ୍ୟରେ ଦାଦନ ଶ୍ରମିକ ବୃଦ୍ଧି, ବର୍ଷକରେ ବଢିଲେଣି ୨୨ ହଜାର ପ୍ରବାସୀ
- Youth Commits Suicide: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
Comments are closed.