ସୁନ୍ଦରଗଡ଼: କଟନି ଛଟନି ଓ ଟୋକନ ନ ମିଳିବାରୁ ତାତିଲେ ଚାଷୀ । ସୁନ୍ଦରଗଡ଼ ଜିଲ୍ଲାରେ ରାସ୍ତାକୁ ଓହ୍ଲଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲା ବାଲିଶଙ୍କର ଅନ୍ତର୍ଗତ କରମଡିହି ଜସପୁର ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି ଚାଷୀ । ଧାନ ବସ୍ତା ଓ ଟ୍ରାକ୍ଟର ରଖି ରାସ୍ତାରୋକ କରିଛନ୍ତି । ଚାଷୀ ଅଭିଯୋଗ କରିଛନ୍ତି, ବାଲିଶଙ୍କରାରେ ଅଭାବୀ ଧାନ ବିକ୍ରିର ସମସ୍ୟାର ସମାଧାନ ପାଇଁ ଜିଲ୍ଲାପାଳଙ୍କୁ ଜଣାଇଥିଲେ । କିଛି ସୁଫଳ ନମିଳିବାରୁ ବାଧ୍ୟ ହୋଇ ରାସ୍ତାକୁ ଓହ୍ଲାଇଛନ୍ତି । ଟୋକନ ଅବ୍ୟବସ୍ଥା ଓ କଟନି ଛଟନି ପାଇଁ ହଇରାଣ ହେଉଥିବା ଅଭିଯୋଗରେ ରାସ୍ତାରୋକ କରିଛନ୍ତି ଚାଷୀ ।
BREAKING NEWS
- ମଦ ନେଲା ଜୀବନ;କକାର ଟାଙ୍ଗିଆ ଚୋଟରେ ପୁତୁରାର ଜୀବନ ଗଲା
- ରଣଜୀ ଟ୍ରଫି: କେରଳଠାରୁ ପରାସ୍ତ ହେଲା ଓଡ଼ିଶା
- ଆପଣମାନେ ଜେନ୍-ଜି ନୁହଁନ୍ତି : ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କ ଆବେଦନ ଶୁଣାଣି ସମୟରେ ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ଟିପ୍ପଣୀ
- ନ୍ୟୁଜିଲାଣ୍ଡ ପାଇଁ ବଡ଼ ବିପଦ ସାଜିଛନ୍ତି ଭୁବନେଶ୍ୱର କୁମାର
- ଲେଜର ରଶ୍ମିର କମାଲ: ପ୍ଲାଷ୍ଟିକରୁ ତିଆରି ହେଲା ହୀରା
- ସୌଭାଗ୍ୟ ଥିଲେ ମହାପ୍ରଭୁଙ୍କ ଦର୍ଶନ ମିଳେ: ପବିତ୍ର ବିଜୟା ଦଶମୀରେ ମହାପ୍ରଭୁଙ୍କ ଦର୍ଶନ କଲେ ଅଭିନେତା ଗୋବିନ୍ଦା
- ବିସିସିଆଇ ସଭାପତିଙ୍କ ବଡ଼ ବୟାନ: ବୟସ ନୁହେଁ, ଫିଟନେସ୍ ଓ ଫର୍ମ ଦେଖି ରୋହିତ-ବିରାଟଙ୍କ ଚୟନ ହେବ
- ଜନ ସମୁଦ୍ରରେ ଶେଷ ହେଲା ଯୋଡି ଛତର ଯାତ୍ରା
- ସୁବର୍ଣ୍ଣରେଖା ନଦୀରେ ଅଘଟଣ;ବୁଡିଗଲେ ୨ ଭାଇ
- Kotia Border Dispute:ଦଳ ମତ ନିର୍ବିଶେଷରେ କୋଟିଆ ପାଇଁ ଏକାଠି ହେବା ଦରକାର: ଧର୍ମେନ୍ଦ୍ର ପ୍ରଧାନ

Comments are closed.