ଭୁବନେଶ୍ୱର : ରାଜଧାନୀରେ ଚାଞ୍ଚଲ୍ୟ । ସ୍ତ୍ରୀକୁ ଛୁରୀଭୁସି ହତ୍ୟା ଉଦ୍ୟମ କଲା ସ୍ୱାମୀ । ଲକ୍ଷ୍ମୀସାଗର ଥାନା ବୁଧେଶ୍ୱରୀ କଲୋନୀରେ ଏପରି ଅଘଟଣ ଘଟିଛି । ଗୁରୁତର ଅବସ୍ଥାରେ ସ୍ତ୍ରୀ କଳ୍ପନାଙ୍କୁ ହସ୍ପିଟାଲରେ ଭର୍ତି କରାଯାଇଛି । ସୂଚନା ଅନୁସାରେ ପତ୍ନୀ କଳ୍ପନା କଟକ ହସ୍ପିଟାଲ ସ୍ତାନାନ୍ତର ହୋଇଛନ୍ତି । ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ତେବେ ପାରିବାରିକ କଳହ ଯୋଗୁଁ ଛୁରାମାଡ ହୋଇଥିବା ପୋଲିସ ସନ୍ଦେହ କରୁଛି ।
BREAKING NEWS
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
Comments are closed.