ଦିଲ୍ଲୀ : ଭାରତୀୟ ବାୟୁସେନାର ହେଲିକପ୍ଟର କ୍ରାସ ହୋଇଛି । ଆଜି ଅରୁଣାଚଳ ପ୍ରଦେଶରେ ବାୟୁସେନାର ବିମାନ ଏମଆଇ-୧୭ ହେଲିକପ୍ଟର କ୍ରାସଲ୍ୟାଣ୍ଡ କରିଛି । ଏହି ଦୁର୍ଘଟଣାରେ ବିମାନରେ ଥିବା ଦୁଇ ଜଣ ପାଇଲଟ ଓ ୩ ଜଣ କ୍ରିୟୁ ମେମ୍ବର ଅଳ୍ପକେ ରକ୍ଷା ପାଇଛନ୍ତି । ସୂଚନା ଅନୁସାରେ ହେଲିକପ୍ଟର ମେଣ୍ଟନାନ୍ସ କାମରେ ନିୟୋଜିତ ଥିଲା । ହଠାତ୍ ମଝି ଆକାଶରେ ଏହି ହେଲିକପ୍ଟରଟି ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ହେଲେ ଏହି ଦୁର୍ଘଟଣାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ । ଏନେଇ ତଦନ୍ତ ଜାରି ରହିଛି । ଅନ୍ୟପଟେ କିଛି ଦିନ ପୂର୍ବରୁ ଜାମ୍ମୁ କାଶ୍ମୀରର ଉଦ୍ଦମପୁରରେ ଜିଲ୍ଲାରେ ପାହାଡ ଉପରେ ଆର୍ମି ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ ହେବା ପରେ ଦୁଇ ଜଣ ପାଇଲଟଙ୍କ ମୃତ୍ୟୁ ହୋଇଥିଲା ।
BREAKING NEWS
- ଓଡିଶା, ଓଡ଼ିଆ ଆଉ ଓଡିଶୀର ଅଭୂତପୂର୍ବ ସଙ୍ଗମ ହେଉଛନ୍ତି ଗୁରୁଶ୍ରୀ କେଳୁଚରଣ- ମୁଖ୍ୟମନ୍ତ୍ରୀ
- ହୋମଗାର୍ଡ ନିଯୁକ୍ତିରେ ପାତର ଅନ୍ତର ଅଭିଯୋଗ ଆଣି ଭଦ୍ରକ ଏସପି ଅଫିସ ସମ୍ମୁଖରେ ବିକ୍ଷୋଭ
- ଜଳୁଛି ବରଫ ପାହାଡ଼…
- ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ: ଅଷ୍ଟ୍ରେଲିଆ ସ୍ଥିତି ମଜଭୁତ
- ଓଡ଼ିଶାର ୩ କୋର୍ଟକୁ ବୋମା ଧମକ: ସମ୍ପୃକ୍ତ ଅପରାଧୀଙ୍କୁ ଖୋଜିବାହାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
- ଜାନୁଆରି ୧୦ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଲୋକଭବନ ଉଦ୍ୟାନ
- ଆଶେସ ସିରିଜ: ଇଂଲଣ୍ଡକୁ ୪-୧ରେ ହରାଇଲା ଅଷ୍ଟ୍ରେଲିଆ
- ଗୋଷ୍ଠୀ କନ୍ଦଳକୁ ନେଇ ଫୁଟିଲା ବୋମା, ଛିଡିଗଲା ହାତ ପାପୁଲି…
- କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ ସହଜରେ ଚିହ୍ନଟ କରାଯାଇପାରିବ ଆଣ୍ଟିବାୟୋଟିକ, ପ୍ୟାକେଜିଂରେ ରହିବ ନିର୍ଦ୍ଦିଷ୍ଟ କୋଡିଂ
- ଭକ୍ତନିବାସରେ ରହିବା ହେଲା ମହଙ୍ଗା; ବଢ଼ିଲା ପାର୍କିଂ ଫି
Comments are closed.