Latest Odisha News

BREAKING NEWS

ଆଇଏଏସ କ୍ରିଷନ କୁମାରଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର: ରାଜ୍ୟରେ ଆଇଏଏସ ସ୍ତରରେ ଅଦଳବଦଳ ପରେ ଆଇଏଏସ କ୍ରିସନ କୁମାରଙ୍କୁ ମିଳିଲା ନୂଆ ଦାୟିତ୍ୱ । ୨୦୦୨ ବ୍ୟାଚର ଓଡ଼ିଶା କ୍ୟାଡ଼ର ଆଇଏଏସ ଅଫିସର ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ତୁଲାଉଥିବା କ୍ରିଷନ କୁମାର କେନ୍ଦ୍ରୀୟ ଡେପୁଟେସନରେ ଯାଇଛନ୍ତି । କ୍ରିଷନ କୁମାରଙ୍କୁ କେନ୍ଦ୍ର ବାଣିଜ୍ୟ ବିଭାଗର ଯୁଗ୍ମ ସଚିବ ଭାବେ ଦାୟିତ୍ୱ ଦିଆଯାଇଥିବା ଜଣାପଡ଼ିଛି ।

 

Comments are closed, but trackbacks and pingbacks are open.