ଭୁବନେଶ୍ବର : ଆଇଏଏସ ସ୍ତରରେ ଅଦଳ ବଦଳ । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ ମିଳିଛି ନୂଆ ଦାୟିତ୍ବ । ପ୍ରଦୀପ୍ତ ମହାପାତ୍ରଙ୍କୁ ଓଡ଼ିଶା ଫରେଷ୍ଟ ଡେଭଲପମେଣ୍ଟ କର୍ପୋରେସନ ବା ଓଏଫଡିସିର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ସେହିପରି ଓଡ଼ିଶା ଫରେଷ୍ଟ ଡେଭଲପମେଣ୍ଟ କର୍ପୋରେସନ ଅଧ୍ୟକ୍ଷ ଦାୟିତ୍ବରେ ଥିବା ପରାଗ ଗୁପ୍ତାଙ୍କୁ ପବ୍ଲିକ୍ ଏଣ୍ଟରପ୍ରାଇଜ୍ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ଏହାସହ ଆଇଏଏସ ବିଜୟ ଆରୋରାଙ୍କୁ ମଧ୍ୟ ନୂଆ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ଜିଏ ଓ ପିଜି ଡିପାର୍ଟମେଣ୍ଟର ଓଏସଡି ହୋଇଛନ୍ତି ବିଜୟ ଆରୋରା ।
BREAKING NEWS
- ସେନା ମେଡାଲ୍ ବିଜେତାଙ୍କୁ ଆଜୀବନ ଟ୍ରେନ୍ ଯାତ୍ରା ମାଗଣା
- Flight Scare: ଆକାଶରେ ହଠାତ୍ ଥରିଲା ଫ୍ଲାଇଟ୍, ଭୟରେ ‘ୱାହେଗୁରୁ’ ଜପିଲେ ଶେହନାଜ ଗିଲ୍…ତା’ ପରେ କିଛି ଏମିତି ହେଲା…
- UPI vs Cash: କେଉଁଟି ଅଧିକ ଟଙ୍କା ସଞ୍ଚୟ ହୁଏ?
- ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୨ ଛାତ୍ର
- ମକ୍କାରେ ପ୍ରଥମ ଥର ପାଇଁ ଆଲର୍ଟ ଜାରି, ଆତଙ୍କରେ ସାଉଦି ଆରବ..
- ଫେସବୁକ୍-ଇନଷ୍ଟାଗ୍ରାମରେ ଚାଲିଛି ଶିଶୁ ଯୌନ ଶୋଷଣ ବିଜ୍ଞାପନ! କେନ୍ଦ୍ର ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ
- Weapons in Space: ଅନ୍ତରୀକ୍ଷରେ ଆମେରିକାର ଅସ୍ତ୍ର! ରୁଷ-ଚୀନକୁ ବଡ଼ ଚେତାବନୀ, ମହାକାଶରେ ଆରମ୍ଭ ହେବ କି ନୂଆ ଯୁଦ୍ଧ?
- ଚିନ୍ତାରେ ପାକ୍ ସରକାର : ପେଟ୍ରୋଲ ପାଇଁ “ଲକ୍ ଡାଉନ୍ “ଭଳି ଆଗକୁ ବ୍ୟବସ୍ଥା
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ
- Powerful Bombs: ଆହୁରି ଭୟଙ୍କର ହୋଇପାରେ ଇରାନ ଯୁଦ୍ଧ? ଇସ୍ରାଏଲକୁ ୪୦ ହଜାର ବମ୍ ଦେବେ ଟ୍ରମ୍ପ!

Comments are closed.