ଭୁବନେଶ୍ୱର: ସଂକ୍ରମଣ ଆଶଙ୍କାରେ ଆଜି ଭୁବନେଶ୍ୱର ଆଇବି ଅଫିସକୁ ସିଲ୍ କରାଯାଇଛି । ସମସ୍ତ କର୍ମଚାରୀଙ୍କୁ ହୋମ୍ କ୍ୱାରେଂଟାଇନରେ ରହିବାକୁ ନିର୍ଦେଶ ଦିଆଯାଇଛି । କର୍ମଚାରୀଙ୍କ ରକ୍ତ ଏବଂ ସ୍ୱାବ ନମୁନା ପରୀକ୍ଷା ପାଇଁ ପଠାଯାଇଛି । ରିପୋର୍ଟ ଆସିବା ପରେ ପରବର୍ତୀ ନିଷ୍ପତି ନିଆଯିବ ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଭୁବନେଶ୍ୱର ସୂର୍ଯ୍ୟନଗର ଅଂଚଳର କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ଭୁବନେଶ୍ୱର ଆଇବି ଅଫିସର ଜଣେ କର୍ମଚାରୀ । ଏହାପରେ ସମ୍ପୂର୍ଣ୍ଣ ଅଫିସକୁ ସିଲ୍ କରାଯାଇଛି । ଏବଂ କର୍ମଚାରୀଙ୍କୁ ହୋମ୍ କ୍ୱାରେଂଟାଇନରେ ପଠାଇଦିଆଯାଇଛି । ଆଇବି ଅଫିସ ବାହାରେ ପ୍ରଶାସନ ପକ୍ଷରୁ ନୋଟିସ ବି ଲଗାଯାଇଛି । ଯେଉଁଥିରେ ସ୍ପଷ୍ଟ ଭାବରେ ଉଲ୍ଲେଖ ରହିଛି ଯେ, ଆଜିଠାରୁ ୧୯ ତାରିଖ ଯାଏ ଇଂଟେଲିଜେନ୍ସ ବ୍ୟୁରୋ ଅଫିସ ବର୍ତମାନ ପ୍ରଶାସନର ନିରୀକ୍ଷଣରେ ଅଛି । ଏବଂ ଏହି ସମୟ ମଧ୍ୟରେ ଅଫିସକୁ ପ୍ରବେଶ ନିଷେଧ ।
BREAKING NEWS
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
- ଡ୍ରୋନ୍ ସାହାଯ୍ୟରେ ଭାରତରେ ଆତଙ୍କ ସୃଷ୍ଟି କରିବା ଷଡ଼ଯନ୍ତ୍ର ପଣ୍ଡ, ଜଣେ ଆମେରିକୀୟ ସହ ୬ ୟୁକ୍ରେନୀୟ ନାଗରିକ ଗିରଫ
- Bomb Blast: ଭୟଙ୍କର ବୋମା ବିସ୍ଫୋରଣ: ଛିଡିଗଲା ଯୁବକଙ୍କ ହାତ ପାପୁଲି…
- ନିଲମ୍ବିତ ବିଧାୟକଙ୍କୁ ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ଆହ୍ୱାନ ଦେଲେ ମୋକିମ୍
- Maternity Leave Adoptive Mothers: ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
- ସମସ୍ୟା ପାଇଁ ଆସିଥିଲେ ଉଠାଇ ନେଲା ପୋଲିସ
- ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ
- ବିଦେଶିନୀଙ୍କୁ ପାଗଳ କରିଦେଲା ଓଡିଆ ପୁଅର ପ୍ରେମ
Comments are closed.