ପୁରୀ : ନାରାୟଣ ଦେବ ମନ୍ଦିରରୁ ବହୁ ପୁରାତନ ଐତିହ୍ୟ ମୂର୍ତ୍ତି ଚୋରି । ଗଡ଼ମୃଗସିରା ପଞ୍ଚାୟତ ଅଳପୁର ଗାଁର ନାରାୟଣ ଦେବ ମନ୍ଦିରରୁ ବିଳମ୍ବିତ ରାତିରେ ଚୋରି ହୋଇଯାଇଛି । ଲଷ୍ମୀନାରାୟଣ ମୂର୍ତ୍ତି, ଚନ୍ଦ୍ରଶେଖର ମୂର୍ତ୍ତି, ଦୁର୍ଗା ମୂର୍ତ୍ତି, ନୃସିଂହ ମୂର୍ତ୍ତି ସହ ଦେବା ଦେଵୀଙ୍କ ଅଳଙ୍କାର କିରଟି, ହାର ପ୍ରମୁଖ ଚୋରି ଯାଇଥିବା ମନ୍ଦିର ପୂଜକ ଆର୍ତ୍ତତ୍ରାଣ ପଣ୍ଡା ସୂଚନା ଦେଇଛନ୍ତି । ଏନେଇ ଗ୍ରାମବାସୀ ମାନେ ଚନ୍ଦନପୁର ଥାନାରେ ଏତଲା ଦେଇଛନ୍ତି । ଚୋରି ହୋଇଥିବା ଦେବା ଦେବୀଙ୍କ ମୂର୍ତ୍ତି ଓ ଅଳଙ୍କାର ସହ ଚୋରକୁ ଗିରଫ କରିବା ପାଇଁ ଦାବୀ କରିଛନ୍ତି ଶ୍ରଦ୍ଧାଳୁ ।
BREAKING NEWS
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ
- ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ବିରୋଧୀଙ୍କ ପ୍ରତିବାଦରେ ସାମିଲ ବିଜେଡି
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ନିର୍ବାଚନକୁ ନେଇ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ୯ ଅଟକ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅରବିନ୍ଦ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
- SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା ଦାବି
- ନାଇଜେରିଆରେ ବିମାନ ଦୁର୍ଘଟଣାଗ୍ରସ୍ତ, ଚାଲିଗଲା ୩୨ ଜୀବନ

Comments are closed.