ମାହାଙ୍ଗା : ବେଆଇନ ଗୋଚାଲଣ କରିବା ମହଙ୍ଗା ପଡିଲା । ଗୁରୁବାର ବିଳମ୍ବିତ ରାତିରେ ମାହାଙ୍ଗା ବାଲିଚନ୍ଦ୍ରପୁର ନଳିପୁର ଜାତୀୟ ରାଜପଥ ନିକଟରୁ ୫୦ରୁ ଅଧିକ ଗୋରୁ ଉଦ୍ଧାର ହୋଇଛନ୍ତି । ବେଆଇନ ଗୋ ଚାଲାଣ ମାମଲାରେ ଡ୍ରାଇଭର ସମେତ ୪ ଜଣଙ୍କୁ ଗିରଫ କରିଛି ପୋଲିସ ।ଉଦ୍ଧାର ହୋଇଥିବା ଗୋରୁଙ୍କୁ ମାହାଙ୍ଗା ସ୍ଥିତ ଏକ ଗୋ ଶାଳାରେ ରଖାଯାଇଛି । ତେବେଗୋରୁ ଚାଲଣ ଗ୍ୟାଙ୍ଗରେ ଆଉ କେଉଁ କେଉଁ ମାନେ ସଂପୃକ୍ତ ଅଛନ୍ତି ପୋଲିସ ତଦନ୍ତ ଜାରି ରଖିିଛି ।
BREAKING NEWS
- India EU Trade Deal: ‘ମଦର୍ ଅଫ୍ ଅଲ୍ ଡ଼ିଲ’, ସରିଫ୍-ୟୁନୁସଙ୍କ ପାଇଁ କାଳ!
- Senior Citizens To Visit Puri: ବରିଷ୍ଠ ନାଗରିକ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ ସରକାର
- Turkey Offer To Iran: ଆମେରିକାକୁ ତେଲ ଦେଇ ଡୋନାଲ୍ଡ ଟ୍ରମ୍ପଙ୍କ ସହ ଏକ ଚୁକ୍ତି କର…ଇରାନକୁ ବଡ଼ ପ୍ରସ୍ତାବ ଦେଲା ତୁର୍କୀ…
- ଟି୨୦ ବିଶ୍ୱକପ: ଦ୍ରୁତ ଶତକ ହାସଲ କରିଥିବା ୫ ବ୍ୟାଟ୍ସମ୍ୟାନ
- ରଣବୀରଙ୍କୁ ଅନଫଲୋ କଲେ ଫରହାନ
- Pan Masala Not Banned In Odisha: ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
- ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ, ଅଭିନେତାଙ୍କ ବିରୋଧରେ ଚାଲିବ ମାମଲା
- କିସ୍ତୱାଡ଼ରେ ସେନା-ଜୈସ୍ ଆତଙ୍କବାଦୀ ଏନକାଉଣ୍ଟର, ଇଣ୍ଟରନେଟ୍ ସେବା ବନ୍ଦ
- Delhi Summit: କି ପ୍ଲାନ୍ କରୁଛନ୍ତି ପିଏମ୍ ମୋଦି?, ଦିଲ୍ଲୀକୁ ଛୁଟିଛି ଇସଲାମିକ ରାଷ୍ଟ୍ରନେତାଙ୍କ ସୁଅ
- ବସକୁ ଧକ୍କା ଦେଇ ଫେରାର ହେଲା ଟ୍ରକ୍, ୨୮ ଯବାନ ଗୁରୁତର
Comments are closed.