କାମାକ୍ଷାନଗର : ବେଆଇନ ଭାବେ ମାଟି ଚାଲାଣ ବେଳେ ୨ଟି ଟ୍ରାକ୍ଟର,୧ଟି ଟ୍ରିପର ଏବଂ ଗୋଟିଏ ପିସି ମେସିନ ଜବତ କରାଯାଇଛି । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ତହସିଲ ଅନ୍ତର୍ଗତ ଶରଧାପୁର ଗାଁ କେନାଲ ନିକଟରୁ ବେଆଇନ ମାଟି ଚାଲାଣ ହେଉଥିଲା । ଏଥିସହିତ ଚୋରା ଚାଲାଣକାରୀଙ୍କ ଉପରେ ୮୦ ହଜାର ଟଙ୍କା ଜୋରିମନା କରିଛନ୍ତି ତହସିଲଦାର । ରେଙ୍ଗାଳୀ ବାମ ପାର୍ଶ୍ଵ କେନାଲରୁ ବେଆଇନ ମାଟି ଚାଲାଣକୁ ନେଇ ଏକ ଡିମାଣ୍ଡ ମଧ୍ୟ ଜାରି ହୋଇଛି । ଯାହାର ଚାଲାଣ ମୂଲ୍ୟ ସମ୍ପୃକ୍ତ ଠିକାଦାର ବହନ କରିବେ ବୋଲି ତହସିଲ ପକ୍ଷରୁ ସୂଚନା ମିଳିଛି । ଏହି ଚଢ଼ାଉରେ କାମାକ୍ଷାନଗର ତହସିଲଦାରଙ୍କ ସମେତ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ଥିଲେ ।
BREAKING NEWS
- ଶଙ୍ଖ ନଦୀରେ ଆଗ ପଛ ହୋଇ ବୁଡ଼ିଗଲେ ୬ ନାବାଳିକା,ଚାଲିଗଲା ୩ ଜୀବନ
- Odisha Inflation: ଦେଶରେ କମ୍, ରାଜ୍ୟରେ ଅଧିକ; ପକେଟକୁ ଭାରୀ ବାଧୁଛି…ଓଡିଶା ରୋଷେଇ ଘରକୁ ମହଙ୍ଗା ଚଡକ…
- ଭାରତୀୟ ଜାହାଜ ସହ ଧକ୍କା ହେଲା ପାକିସ୍ତାନୀ ଜାହାଜ, ନିନ୍ଦା କଲା…
- ସେନା ମେଡାଲ୍ ବିଜେତାଙ୍କୁ ଆଜୀବନ ଟ୍ରେନ୍ ଯାତ୍ରା ମାଗଣା
- Flight Scare: ଆକାଶରେ ହଠାତ୍ ଥରିଲା ଫ୍ଲାଇଟ୍, ଭୟରେ ‘ୱାହେଗୁରୁ’ ଜପିଲେ ଶେହନାଜ ଗିଲ୍…ତା’ ପରେ କିଛି ଏମିତି ହେଲା…
- UPI vs Cash: କେଉଁଟି ଅଧିକ ଟଙ୍କା ସଞ୍ଚୟ ହୁଏ?
- ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୨ ଛାତ୍ର
- ମକ୍କାରେ ପ୍ରଥମ ଥର ପାଇଁ ଆଲର୍ଟ ଜାରି, ଆତଙ୍କରେ ସାଉଦି ଆରବ..
- ଫେସବୁକ୍-ଇନଷ୍ଟାଗ୍ରାମରେ ଚାଲିଛି ଶିଶୁ ଯୌନ ଶୋଷଣ ବିଜ୍ଞାପନ! କେନ୍ଦ୍ର ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ
- Weapons in Space: ଅନ୍ତରୀକ୍ଷରେ ଆମେରିକାର ଅସ୍ତ୍ର! ରୁଷ-ଚୀନକୁ ବଡ଼ ଚେତାବନୀ, ମହାକାଶରେ ଆରମ୍ଭ ହେବ କି ନୂଆ ଯୁଦ୍ଧ?

Comments are closed.