କେନ୍ଦୁଝର : ବନ ବିଭାଗ ହାବୁଡରେ ଧରା ପଡ଼ିଲା ଅଭିଯୁକ୍ତ । ହଳଧର ସାହୁ ନାମକ ଜଣେ ବ୍ୟକ୍ତିଙ୍କ ଘରେ ଆଜି ବନ ବିଭାଗ ଚଢଉ କରିଛି । କେନ୍ଦୁଝର ହରଚନ୍ଦପୁର ବ୍ଲକ ପିଠାଗୋଳା ଗ୍ରାମର ଏସିଏଫ୍ ଅଜୟ କୁମାର ସାହୁଙ୍କ ନେତୃତ୍ୱରେ ବନ ବିଭାଗ ସ୍କ୍ୱାର୍ଡ ଚଢଉ କରିଥିଲେ। ଅଭିଯୁକ୍ତ ହଳଧର ଘରୁ ବହୁ ପରିମାଣର ଶାଳ କାଠ,ତେନ୍ତେରା ଆଦି କିଶମର ଚିରା କାଠ , କାଠ ଚିରା ମେସିନ ଜବତ କରିଛି ବନ ବିଭାଗ । ଜବତ ହୋଇଥିବା କାଠର ଆନୁମାନିକ ମୂଲ୍ୟ ଦୁଇ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି । ସେପଟେ ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରାଯାଇଥିବା ଏସିଏଫ୍ ସୂଚନା ଦେଇଛନ୍ତି।
BREAKING NEWS
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
Comments are closed.