ଭୁୁବନେଶ୍ୱର: ଓଡିଶାରେ ୧୦ କରୋନା ଔଷଧର ପରୀକ୍ଷା ହେବ । ଦେଶର ୧୦ଟି କମ୍ପାନୀର କୋଭିଡ୍ ଔଷଧ ପରୀକ୍ଷା କରିବ ILS । ଔଷଧ ଆକ୍ରାନ୍ତଙ୍କଠାରେ କିଭଳି କାମ କରୁଛି ସେନେଇ ପରୀକ୍ଷା କରାଯିବ । ଏଲୋପାଥି, ହୋମିଓପାଥି, ଆୟୁର୍ବେଦିକ ଔଷଧର ପରୀକ୍ଷା ହେବ । ଭୁବନେଶ୍ବର ILS ପରୀକ୍ଷାଗାରରେ ହେବ ପରୀକ୍ଷା । ଏନେଇ ILS ନିର୍ଦ୍ଦେଶକ ଅଜୟ ପରିଡା ସୂଚନା ଦେଇଛନ୍ତି ।
BREAKING NEWS
- ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା, ଆହତ ହୋଇ ଦଳରୁ ବାହାରିଲେ ପ୍ରସିଦ୍ଧ କୃଷ୍ଣା
- ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ

Comments are closed.