ଭୁବନେଶ୍ୱର : ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ ରୁ ଉର୍ଦ୍ଧ୍ୱ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, କନ୍ଧମାଳ, ପୁରୀ, ରାୟଗଡ଼ା,ନୟାଗଡ଼,ପୁରୀ,ଖୋର୍ଦ୍ଧା,ଝାରସୁଗୁଡା କେନ୍ଦ୍ରାପଡ଼ା ରହିଛି। ଏହି ସବୁ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବା ନେଇଁ ପାଣିପାଗ ବିଭାଗ ପକ୍ଷରୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ନଭେମ୍ବର ୧୩ ରୁ ୧୪ ତାରିଖ ମଧ୍ୟରେ ଗଜପତି, ଗଞ୍ଜାମ,ରାୟଗଡ଼ା ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।ଏହି ଜିଲ୍ଲା ଗୁଡିକରେ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟଲୋ ୱାଣ୍ଣିଂ ଜାରି କରାଯାଇଛି। ନଭେମ୍ବର ୧୪ରୁ ୧୭ ତାରିଖ ମଧ୍ୟରେ କିଛି ଜିଲ୍ଲାରେ ହାଲୁକା ବର୍ଷା ହେବା ସହିତ କାଳବୈଶାଖୀ ସମ୍ଭାବନା ଥିବା କୁହାଯାଉଛି।
BREAKING NEWS
- ଆଫ୍ରିଦୀଙ୍କ ଆଉ ଏକ ରେକର୍ଡ ଭାଙ୍ଗି ପାରନ୍ତି ରୋହିତ
- ଜ୍ବାଇଁଙ୍କ ସ୍ଵାଗତ ପାଇଁ ୧୫୮ ପ୍ରକାରର ସୁସ୍ୱାଦୁ ବ୍ୟଞ୍ଜନ, ଭାଇରାଲ ହେଉଛି ଭିଡିଓ…
- ସ୍ମାର୍ଟ ମିଟରର ସଠିକତା ପରଖିବାକୁ ଉପଭୋକ୍ତାଙ୍କୁ ଟିପିସିଓଡିଏଲ୍ର ଆହ୍ୱାନ; ୨୦ଟି ଗ୍ରାହକ ସେବା କେନ୍ଦ୍ରରେ…
- ବିବାହ କରିବେ କି ଧନୁଷ ଓ ମୃଣାଲ ଠାକୁର; ‘ଭାଲେଣ୍ଟାଇନ୍ସ ଡେ’ରେ…
- ବାଲି ଓ ମଦ ବ୍ୟବସାୟୀଙ୍କ ଘରେ ଇଡି ରେଡ୍, ଲକ୍କରୁ ବାହାରିଲା କୋଟି କୋଟି ଟଙ୍କା
- ସିଦ୍ଧାର୍ଥଙ୍କ ଜନ୍ମ ଦିନରେ ରିିଲିଜ ହେଲା ବନର ଫାଷ୍ଟ ଲୁକ
- ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ସରାପଙ୍କ ପରଲୋକ
- ତଡା ଖାଇବେ ନନ୍ ପରଫର୍ମିଂ କଲେଜ ଶିକ୍ଷକ
- କୋହଲିଙ୍କ ର୍ୟାଙ୍କିଙ୍ଗ ନେଇ ହୋଇଥିବା ତ୍ରୁଟି ମାନିଲା ଆଇସିସି
- Water Route Attack against India: ଲସ୍କର ଏବେ ଜଳପଥରେ ଆକ୍ରମଣ ପାଇଁ ହେଉଛି ପ୍ରସ୍ତୁତ; ହାଇଆଲର୍ଟରେ ସୁରକ୍ଷା ଏଜେନ୍ସି
Comments are closed.