Latest Odisha News

BREAKING NEWS

ଓଡିଶାର କେଉଁସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ଜାଣନ୍ତୁ

ଭୁବନେଶ୍ୱର: ଓଡିଶାର ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ଝାରସୁଗୁଡା, ବରଗଡ, ଦେବଗଡ, ସୁନ୍ଦରଗଡ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାକୁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅପରପକ୍ଷରେ ଶୁକ୍ରବାର ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, କନ୍ଧମାଳ, ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜରେ କୌଣସି ବର୍ଷା ଆଶଙ୍କା ନାହିଁ ।

ଶନିବାର ଦିନ ବରଗଡ, ଝାରସୁଗୁଡା, ଦେଓଗଡ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଏବଂ କନ୍ଧମାଳରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଏହିଭଳି ପାଗ ଜାରି ରହିବ।

ମାଲକାନଗିରି, କୋରାପୁଟ, ବରଗଡ, ଝାରସୁଗୁଡା, କେନ୍ଦୁଝର ଏବଂ ମୟୂରଭଞ୍ଜରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

Leave A Reply

Your email address will not be published.