ନୂଆଦିଲ୍ଲୀ: ଅଧିକାଂଶ ଲୋକ ସାଧାରଣତଃ ମୁଗ ଡାଲି ଖାଇବାକୁ ପସନ୍ଦ କରନ୍ତି । କିନ୍ତୁ ଆପଣ ମାନେ ଜାଣନ୍ତି କି ମୁଗଡାଲି ଆମ ଶରୀର ପାଇଁ କେତେ ଉପକାରୀ । ଏଥିରେ ଭରପୂର ମାତ୍ରାରେ ଆଣ୍ଟିଅକ୍ସିଡାଣ୍ଟ ରହିଛି । ପ୍ରତିଦିନ ମୁଗ ଡାଲି ଖାଇବା ଦ୍ୱାରା ବ୍ଲଡ଼ପ୍ରେସର ନିୟନ୍ତ୍ରଣରେ ରହିଥାଏ ।
ୟଆଣ୍ଟିଅକ୍ସିଡାଣ୍ଟ ହାନିକାରର ରୋଗଜୀବାଣୁକୁ ନଷ୍ଟ କରିବାରେ ସାହାଯ୍ୟ କରିଥାଏ । ଯେଉଁଥିରେ ଗମ୍ଭୀର ରୋଗରୁ ମୁକ୍ତି ମିଳିଥାଏ । ଗରମ ଦିନରେ ହିଟ ଷ୍ଟ୍ରୋକ ଏକ ବଡ଼ ସମସ୍ୟା । ଡାଲି ଖାଇବା ଦ୍ୱାରା ହିଟ ଷ୍ଟ୍ରୋକ ହେବାର ଆଶଙ୍କା ହ୍ରାସ ପାଇଥାଏ । ଏହାବ୍ୟତୀତ କୋଲେଷ୍ଟ୍ରୋଲକୁ ନିୟନ୍ତ୍ରଣରେ ରଖିବା ସହ ହାର୍ଟ ଜନିତ ସମସ୍ୟାରୁ ବି ମୁକ୍ତି ଦେଇଥାଏ ।
Comments are closed.