Latest Odisha News

BREAKING NEWS

ଆଇଏମଏସ ଆଣ୍ଡ ସମ ହସ୍ପିଟାଲକୁ ଏନଏବିଏଚ ମାନ୍ୟତା ପ୍ରଦାନ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ପରିଚାଳିତ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲକୁ ସମ୍ମାନଜନକ ନ୍ୟାସନାଲ ଆକ୍ରେଡିସନ ବୋର୍ଡ ଫର ହସ୍ପିଟାଲ୍ସ ଆଣ୍ଡ ହେଲଥକେୟାର ପ୍ରୋଭାଇଡର୍ସ (ଏନଏବିଏଚ) ସ୍ୱୀକୃତି ମିଳିଛି।

ଗତ ମେ ୧୩ ତାରିଖରୁ ଲାଗୁ ହୋଇଥିବା ଏହି ସ୍ୱୀକୃତି ଆସନ୍ତା ୪ ବର୍ଷ ଯାଏଁ ବଳବତ୍ତର ରହିବ।

ତେବେ ଏନଏବିଏଚ ହେଉଛି କ୍ୱାଲିଟି କାଉନସିଲ ଅଫ ଇଣ୍ଡିଆର ଏକ କନଷ୍ଟିଚ୍ୟୁଏଂଟ ବୋର୍ଡ। ଆଇଏମଏସ ଆଣ୍ଡ ସମ୍ ହସ୍ପିଟାଲ ଦ୍ୱିତୀୟ ଥର ପାଇଁ ଏହି ଏନଏବିଏଚ ମାନ୍ୟତା ହାସଲ କରିଛି।

Leave A Reply

Your email address will not be published.