ମହାରାଷ୍ଟ୍ର: କରୋନା ଭାଇରସ ତାରା ଡେଣା ମେଲାଇବାରେ ଲାଗିଛି । ଭାରତରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଛି । ମହାରାଷ୍ଟ୍ରରେ ଆଉ ୪ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଫଳରେ ସେଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭ରେ ପହଂଚିଛି ।
ନୂଆ ସଂକ୍ରମିତଙ୍କ ମଧ୍ୟରେ ୩ ଜଣ ମୁମ୍ବାଇର ଥିବା ଜଣାପଡିଛିିି । ଅନ୍ୟ ଜଣେ ନଭି ମୁମ୍ବାଇର ବୋଲି ଜଣାପଡିଛି । ଏ ସମସ୍ତଙ୍କୁ ଆଇସୋଲେସନ୍ ୱାର୍ଡରେ ରଖାଯାଇ ଚିକିତ୍ସା କରାଯାଉଛି । ଏବେ ଭାରତରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟାରେ ମହାରାଷ୍ଟ୍ର ସବୁଠୁ ଆଗରେ ରହିଛି । ସେପଟେ ସ୍ୱାସ୍ଥ୍ୟ ମନ୍ତ୍ରୀ ରାଜେଶ ଟୋପେ ମାର୍ଚ୍ଚ ୩୧ ଯାଏଁ ମହାରାଷ୍ଟ୍ରର ସମସ୍ତ ମଲ୍ ବନ୍ଦ କରିବକୁ ନିର୍ଦ୍ଦେଶ ଦେଇଛନ୍ତି ।
BREAKING NEWS
- Gold rate: ହଳଦିଆ ଓ ଧଳା ଧାତୁର କମିଲା ଦର
- Kanya Sumangala Yojana:‘ଝିଅ ଜନ୍ମ ହେବାର ବର୍ଷକ ଭିତରେ ସରକାର ଟଙ୍କା ପଠାଇବେ’
- ପରଲୋକରେ ପ୍ରଖ୍ୟାତ ଗାଳ୍ପିକ ସଦାନନ୍ଦ ତ୍ରିପାଠୀ
- ପୂନର୍ବାର ଚର୍ଚ୍ଚାରେ ପନ୍ତ-ଗୋୟଙ୍କାଙ୍କ ଆଲୋଚନା
- ଓଡ଼ିଶାର ୩୦ଟି ଜିଲ୍ଲାରେ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର ଲୋକାର୍ପିତ
- PNG Connection: ସବୁ ସହରାଞ୍ଚଳକୁ PNG ସଂଯୋଗ ଯୋଗାଇ ଦିଆଯିବ;ଭଡ଼ାରେ ରହୁଥିବା ବ୍ୟକ୍ତି ବି ସୁବିଧା…
- AAP Removes Raghav Chadha: ରାଘବ ଚଢାଙ୍କୁ ବଡ଼ ଝଟକା, ରାଜ୍ୟସଭା ଉପନେତା ପଦରୁ ହଟାଇଲା AAP
- ସମ୍ବଲପୁର କୋର୍ଟକୁ ପୁଣି ବୋମା ଧମକ, ହାଇ ଆଲର୍ଟରେ ସମଗ୍ର ଅଞ୍ଚଳ
- Narendra Pond: ଏହି ଦିନରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା; ନରେନ୍ଦ୍ର ପୁଷ୍କରିଣୀରୁ ବାହାରିଲା ଚାପ ଡଙ୍ଗା
- ଜଣେ ବି ଚାଷୀର ଧାନ ରହିବ ନାହିଁ, ସବୁ ଧାନ କିଣା ଯିବ: ମନ୍ତ୍ରୀ
Comments are closed.