ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ସମ୍ବୋଧନ କରି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ-୧୯ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ସରପଂଚ ମାନଙ୍କୁ ଜିଲ୍ଲାପାଳ କ୍ଷମତା ଦେଇଛନ୍ତି । ଏହା ଫଳରେ ସରକାରଙ୍କ କରୋନା ମୁକାବିଲା ଯୋଜନା କାର୍ଯ୍ୟକାରୀ ହୋଇପାରିବ । ଏଥିପାଇଁ ଆଇନଗତ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଅସାଧାରଣ ପରିସ୍ଥିତିର ମୁକାବିଲା ପାଇଁ ସେମାନଙ୍କୁ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।
ତେବେ ଆମ ରାଜ୍ୟରେ ଅନ୍ୟ ରାଜ୍ୟର ୧ ଲକ୍ଷରୁ ଅଧିକ ଲୋକ ରହିଯାଇଛନ୍ତି ଏବଂ ସେମାନଙ୍କର ଯତ୍ନ ଆମେ ନେଉଛୁ । ସେହିଭଳି ଅନ୍ୟରାଜ୍ୟରେ ଓଡ଼ିଶାର ଲକ୍ଷ ଲକ୍ଷ ଭଭାଇ ଭଉଣୀ ରହି ଯାଇଛନ୍ତି ସେମାନଙ୍କ ଅବସ୍ଥା ମୋତେ ଦୁଃଖ ଦେଇଛି । କିନ୍ତୁ ସେମାନଙ୍କ ଯତ୍ନ ନେଇ ଆମ୍ଭେ ଅନ୍ୟରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସହ ପ୍ରତିଦିନ ଆଲୋଚନା କରୁଛୁ । କଟକଣା ଉଠିବା ପରେ ଆମେ କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରି ସେମାନଙ୍କୁ ଓଡ଼ିଶାକୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବୁ ବୋଲି ନବୀନ କହିଛନ୍ତି ।
BREAKING NEWS
- Bhojpuri film:୨୦ ବର୍ଷ ତଳର ସେହି ବ୍ଲକବଷ୍ଟର ଫିଲ୍ମ
- SJFI ସ୍ୱର୍ଣ୍ଣ ଜୟନ୍ତୀ: ଉତ୍ତରାଞ୍ଚଳ ଜିତିଲା ଜେକେ ବୋଷ ଟ୍ରଫି, ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ ସମ୍ମାନିତ
- Modi’s Farewell Speech in Rajyasabha: ରାଜ୍ୟସଭା ସାଂସଦଙ୍କ ଉଦ୍ଦେଶ୍ୟରେ ବିଦାୟୀ ଭାଷଣ, ପ୍ରଧାନମନ୍ତ୍ରୀ କହିଲେ, “ରାଜନୀତିରେ କୌଣସି ପୂର୍ଣ୍ଣଚ୍ଛେଦ ନାହିଁ”
- Harbhajan Singh On Mumbai Indians Win: ଭଜିଙ୍କ ଭବିଷ୍ୟବାଣୀ, ଏଥର ମୁମ୍ବାଇ ଇଣ୍ଡିଆନ୍ସ
- Bunker Buster Bombs On Iran Missile Sites: ଭୟଙ୍କର ରୂପ ନେଲା ଯୁଦ୍ଧ! ଇରାନୀ କ୍ଷେପଣାସ୍ତ୍ର ଘାଟି ଉପରେ ବଙ୍କର୍ ବଷ୍ଟର ବୋମା ପକାଇଲା ଆମେରିକା
- ବୁମରାହ, ଅକ୍ଷରଙ୍କ ସ୍ୟାଲେରୀ ବଢ଼ାଇବ ବିସିସିଆଇ
- ଯୁଦ୍ଧ ମଧ୍ୟରେ ଏଲ୍ପିଜି ସଙ୍କଟ: ଓଡ଼ିଆ କ୍ୟାପଟେନଙ୍କ ସାହସ ଓ କର୍ତ୍ତବ୍ୟ ପାଇଁ ଆଜି ଦେଶ ଗର୍ବିତ
- ଇରାନ ବିରୋଧରେ ଏକତ୍ର ହେବେ ଇସଲାମିକ ଦେଶ
- ବ୍ୟାଟେଲ ଅଫ ଗଲୱାନ ପରେ ବଦଳିବ ଏହି ଫିଲ୍ମର ନାମ
- ଖୁବ ଶୀଘ୍ର ରୋମାଂଟିକ ଫିଲ୍ମ କରିବେ ଶାହାରୁଖ
Comments are closed.