ନୂଆଦିଲ୍ଲୀ:ଆୟକର ଦାତାଙ୍କ ପାଇଁ ଖୁସି ଖବର। ବୃଦ୍ଧି ପାଇଲା ଆୟକର ରିଟର୍ଣ୍ଣ ଦାଖଲର ସମୟସୀମା। ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି।। ୨୦୧୮-୧୯ ଆର୍ଥିକବର୍ଷ ନିମନ୍ତେ ଆୟକର ରିଟର୍ଣ୍ଣ (ଆଇଟିଆର୍) ଦାଖଲ ସମୟସୀମା ଜୁଲାଇ ୩୧ ଯାଏ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ଅନ୍ୟପକ୍ଷରେ ସରକାର ୨୦୧୯-୨୦ ଆର୍ଥିକବର୍ଷ ପାଇଁ ଆୟକର ରିଟର୍ଣ୍ଣ ଦାଖଲ ସମୟସୀମାକୁ ଆସନ୍ତା ୩୦ ନଭେମ୍ବର ଯାଏ ବଢ଼ାଇଛନ୍ତି । ଆହୁରି ମଧ୍ୟ ସରକାର ଟିକସ ଅଡିଟ୍ ଦାଖଲ ସମୟସୀମାକୁ ଅକ୍ଟୋବର ୩୧ ଯାଏ ବୃଦ୍ଧି କରିଥିବା ସିବିଡିଟି ପକ୍ଷରୁ ଏକ ବିଜ୍ଞପ୍ତିରେ କୁହାଯାଇଛି ।
BREAKING NEWS
- ବେଆଇନ ବାଲି ଚୋରାଚାଲାଣ ଉପରେ ଲାଗିବ ଅଙ୍କୁଶ, ବାଲିଘାଟ ଜଗିବେ ଓଡ଼ିଶା ଶିଳ୍ପ ସୁରକ୍ଷା ବଳ
- ଭାରତୀୟ ବ୍ୟବସାୟୀଙ୍କ ବଢିବ ଚିନ୍ତା: ପାଣି ବୋତଲ ଉପରେ ପ୍ରଭାବ ପକାଇପାରେ ଇରାନ ଯୁଦ୍ଧ
- ସାବଧାନ ! ଘରୁ ବାହାରିଲେ ଆପଣଙ୍କୁ ଦେବାକୁ ପଡିପାରେ ଟ୍ୟାକ୍ସ
- Removal of CEC Gyanesh Kumar: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ହଟାଇବା ପାଇଁ ବିରୋଧୀଙ୍କ ପ୍ରସ୍ତୁତି, ୧୯୩ ବିରୋଧୀ ସାଂସଦଙ୍କ ସ୍ୱାକ୍ଷର!
- US plane crashes in Iraq: ଯୁଦ୍ଧ ମଧ୍ୟରେ ଇରାକରେ ଟଳି ପଡିଲା ଆମେରିକୀୟ KC-135 ବିମାନ, ଥିଲେ ୫ କ୍ରୁ ସଦସ୍ୟ…
- ଭାରତର ସଫଳତା: ଯୁଦ୍ଧ ଭିତରେ ହର୍ମୁଜ୍ ପ୍ରଣାଳୀ ଦେଇ ମୁମ୍ବାଇରେ ପହଞ୍ଚିଲା ଅଶୋଧିତ ତେଲ
- ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ଭଲ ଖବର: ଦିଲ୍ଲୀ-ରିୟାଦ ବିମାନ ସେବା ପୁନର୍ବାର ଆରମ୍ଭ
- ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି
- ପିଚୁ ଟ୍ୟାଙ୍କରରେ ଅଗ୍ନିକାଣ୍ଡ, ଡ୍ରାଇଭର ଜୀବନ୍ତ ଦଗ୍ଧ
- ବଢ଼ିଲା ଘୋଡ଼ା ବେପାର ଭୟ, ବେଙ୍ଗାଲୁରୁ ଗଲେ କଂଗ୍ରେସ ବିଧାୟକ
Comments are closed.