ସିଡନୀ: ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟରେ ବ୍ୟାକଫୁଟରେ ଟିମ ଇଣ୍ଡିଆ । ପ୍ରଥମ ଇନିଂସରେ ଭାରତ ୨୪୪ ରନରେ ଅଲଆଉଟ୍ ହୋଇଛି । ମ୍ୟାଚର ତୃତୀୟ ଦିନରେ ଭାରତ ସମସ୍ତ ଓ୍ୱିକେଟ ଫିଙ୍ଗି ଦେଇଛି । ପ୍ରଥମ ଇନିଂସ ଆଧାରରେ ୯୪ ରନରେ ଅଗ୍ରଣୀ ରହିଛି ଅଷ୍ଟ୍ରେଲିଆ । ଭାରତ ପକ୍ଷରୁ ଚେତେଶ୍ୱର ପୂଜାରା ଧିମା ଅର୍ଦ୍ଧଶତକ ହାସଲ କରିଛନ୍ତି ।

୮୭ ଓଭରରେ ଭାରତର ସ୍କୋର ର୪ ଓ୍ୱିକେଟରେ ୧୯୩ ରନ୍ ଥିଲା । ବାକି ୫୧ ରନ୍ ଯୋଡ଼ି ଦଳ ହରାଇଛି ବାକି ୬ଟି ଓ୍ୱିକେଟ । ରବୀନ୍ଦ୍ର ଜାଡେଜା ୨୮ରନ୍ କରି ଅପରାଜିତ ଅଛନ୍ତି । ଅଷ୍ଟ୍ରେଲିଆ ପକ୍ଷରୁ କୁମିନ୍ସ ସର୍ବାଧିକ ୪ଟି ଓ୍ୱିକେଟ ଅକ୍ତିଆର କରିଛନ୍ତି ।
BREAKING NEWS
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
- Pakistan Imposes ‘Smart Lockdown’:ପାକିସ୍ତାନରେ ଲାଗିଲା ‘ସ୍ମାର୍ଟ ଲକଡାଉନ୍’, ବଡ଼ ଘୋଷଣା କଲେ ଶାହାବାଜ୍ ସରକାର
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
Comments are closed.