ସିଡନୀ:ବିଶ୍ୱକପ କ୍ରିକେଟରେ ପୁନର୍ବାର ବର୍ଷା ଦକ୍ଷିଣ ଆଫ୍ରିକା ପାଇଁ ବିପଦ ସୃଷ୍ଟି କରିଛି । ଆଇସିସି ଟି୨୦ ମହିଳା ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ଅଷ୍ଟ୍ରେଲିଆ ଡକ୍ୱୱର୍ଥ ଲୁଇସ ନିୟମରେ ଦକ୍ଷିଣ ଆଫ୍ରିକାକୁ ୫ ରନରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି । ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଟାଇଟଲ ମୁକାବିଲା ମେଲବୋର୍ଣ୍ଣରେ ୮ରେ ଖେଳାଯିବ । ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ୨୦ ଓଭରରେ ୫ ଉଇକେଟ ବିନିମୟରେ ୧୩୪ ରନ କରିଥିଲା । ମେଗ୍ ଲ୍ୟାନିଂ ୪୯ଞ୍ଚ ଓ ବେନ୍ ମୁନୀ ୨୮ ରନ କରିଥିଲେ । ଦକ୍ଷିଣ ଆଫ୍ରିକା ପକ୍ଷରୁ ନାଦିନ ଡେ କ୍ଲାର୍କ ୩ଟି ଉଇକେଟ ଅକ୍ତିଆର କରିଥିଲେ ।
ଦକ୍ଷିଣ ଆଫ୍ରିକା ଇନିଂସ ଆରମ୍ଭରୁ ବର୍ଷା ହୋଇଥିଲା । ବର୍ଷା ଛାଡିବା ପରେ ଦକ୍ଷିଣ ଆଫ୍ରିକା ସମ୍ମୁଖରେ ରିଭାଇଜଡ ଟାର୍ଗେଟ ୧୩ ଓଭରରେ ୯୮ରଖା ଯାଇଥିଲା । ଦଳ ୫ ଉଇକେଟ ବିନିମୟରେ ୯୨ ରନ କରିବାକୁ ସକ୍ଷମ ହୋଇଥିଲା । ଲୌରା ୱଲଭାର୍ଡାଟ ୪୧ଞ୍ଚ ରନ କରିଥିଲେ । ଅଷ୍ଟ୍ରେଲିଆ ପକ୍ଷରୁ ମେଗାନ ସ୍କଟ ୨ଟି ଉଇକେଟ ହାସଲ କରିଥିଲେ ।
BREAKING NEWS
- Vande Bharat: ଦୁନିଆର ସବୁଠୁ ଉଚ୍ଚ ରେଲୱେ ବ୍ରିଜ୍ ଉପରେ ୧୦୦ କିମି ବେଗରେ ଦୌଡ଼ିଲା ବନ୍ଦେ ଭାରତ, ଚେନାବରେ ତିଆରି ହେଲା ନୂଆ ରେକର୍ଡ!
- Vijay turns Bus Conductor: କଣ୍ଡକ୍ଟର ସାଜିଲେ ମୁଖ୍ୟମନ୍ତ୍ରୀ ବିଜୟ, ଧଡାଧଡ୍ କାଟିଲେ ଟିକେଟ୍!
- CJP Protest: ପୁଣି ମଇଦାନକୁ ଓହ୍ଲାଇବ କକ୍ରୋଚ୍ ଜନତା ପାର୍ଟି! CECଙ୍କ ଇସ୍ତଫା ୧୦ ଅକ୍ଟୋବରରେ ଦିଲ୍ଲୀରେ ବଡ଼ ବିକ୍ଷୋଭ
- Ankush Panghal Makes History:ଭାରତୀୟ ବକ୍ସର ରଚିଲେ ଇତିହାସ; ତିନୋଟି ସ୍ୱର୍ଣ୍ଣ ପଦକ ହାସଲ, ୮ ବର୍ଷ ପରେ ପୁରୁଷ ବକ୍ସିଂରେ ସ୍ୱର୍ଣ୍ଣ
- ଟୋଲଗେଟରୁ ନକଲି RTOକୁ ବାନ୍ଧିଲା ପୋଲିସ
- ଟ୍ରାକ୍ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଧକ୍କା ଦେଲା ଟ୍ରେନ୍;ଚାଲିଗଲା ଟ୍ରାକ୍ ମ୍ୟାନଙ୍କ ଜୀବନ
- ରାଜ୍ୟକୁ ଶିଶୁ ଶ୍ରମିକ ମୁକ୍ତ କରିବାକୁ ସରକାରଙ୍କ ବଡ଼ ପଦକ୍ଷେପ: ଆରମ୍ଭ ହେଲା ୪୪ ଦିନିଆ ସ୍ୱତନ୍ତ୍ର ଅଭିଯାନ
- ରାଜଧାନୀରେ ଲଜ୍ଜା! ବନ୍ଧୁକ ମୁନରେ ଯୁବତୀଙ୍କୁ ଦୁଷ୍କର୍ମ ଘଟଣାରେ ଡିସିପିଙ୍କଠାରୁ ରିପୋର୍ଟ ତଲବ କଲେ ମହିଳା କମିଶନ
- ବିଜେଡିର ମିଡିଆ ଓ ଆଇଟି ସେଲ୍ରେ ବଡ଼ ଧରଣର ଅଦଳବଦଳ: ୧୦ ଜଣ ହେଲେ ଜାତୀୟ ମୁଖପାତ୍ର
- ଆଗାମୀ ୩ ଦିନ ରାଜ୍ୟରେ ଶୁଖିଲା ପାଗ; ୫ ତାରିଖରୁ ଉପକୂଳ ଓଡ଼ିଶାରେ ଫେରିବ ବର୍ଷା

Comments are closed.