ନୂଆଦିଲ୍ଲୀ: ଦେଶରେ କୋରୋନା ଭୂତାଣୁ (କୋଭିଡ-୧୯) ଦ୍ୱାରା ସଂକ୍ରମିତ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ କର୍ଣ୍ଣାଟକରେ ଜଣେ ୭୬ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ।
ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଟ୍ୱିଟ ଜରିଆରେ ସୂଚନା ଦିଆଯାଇଛି ।
Death of a 76 year old male from #Karnataka is confirmed to be caused due to co-morbidity and he has also tested positive for #COVID19.
The details are here: pic.twitter.com/6Vou8iVOo9
— Ministry of Health (@MoHFW_INDIA) March 12, 2020
ସମ୍ପୃକ୍ତ ବ୍ୟକ୍ତି ଜଣକ କରୋନାରେ ଆକ୍ରାନ୍ତ ଥିବା ଏବଂ ସେଥିପାଇଁ ତାଙ୍କର ମୃତ୍ୟୁ ଘଟିଥିବା ଉକ୍ତ ଟ୍ୱିଟରେ ଉଲ୍ଳେଖ କରାଯାଇଛି ।
Comments are closed.