ବର୍ମିଂହାମ: ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତ ପାଇଁ ପ୍ରଥମ ପଦକ ଜିତିଛନ୍ତି ସଙ୍କେତ ସରଗର । ଭାରୋତୋଳନ ୫୫ କିଗ୍ରା ବିଭାଗରେ ସେ ରୌପ୍ୟ ପଦକ ହାସଲ କରିଛନ୍ତି । ସଙ୍କେତ ସ୍ନାଚରେ ୧୧୩ ଓ କ୍ଲିନ ଆଣ୍ଡ ଜର୍କରେ ୧୩୫ କିଗ୍ରାର ଭାର ଉଠାଇଥିଲେ । ଆମେ ସ୍ୱାଧୀନତାର ଅମୃତ ମହୋତ୍ସୋବ ପାଳନ କରୁଛି । ଏହି ପଦକ ଆମ ପାଇଁ ସ୍ୱାଧୀନତା ଆଣିଥିବା ଶହୀଦଙ୍କ ପାଇଁ ସମର୍ପିତ । ମାତ୍ର ୧ କିଗ୍ରା ଯୋଗୁ ସେ ସ୍ୱର୍ଣ୍ଣ ପଦକରୁ ବଂଚିତ ହୋଇଥିଲେ । ପ୍ରତିଯୋଗିତା ବେଳେ ତାଙ୍କ ହାତ ମୋଡି ହୋଇ ଯାଇଥିଲା । ତଥାପି ସେ ଏହାକୁ ଖାତିର ନ କରି ଦେଶ ପାଇଁ ରୌପ୍ୟ ପଦକ ଜିତିଥିବାରୁ ବିଭିନ୍ନ ମହଲରୁ ପ୍ରଶଂସାର ସୁଅ ଛୁଟିବାରେ ଲାଗିଛି । ମାଲେସିଆର ବିବ ଅନୀକ ଓଭରାଲ ୨୪୯ କିଗ୍ରାର ଭାର ଉଠାଇ ସ୍ୱର୍ଣ୍ଣ ପଦକ ଜିତିଥିଲେ ।
BREAKING NEWS
- Nyaya Sanhita Exhibition: ଆଉ ଦୁଇ ଦିନ ବଢିଲା ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ
- ଭିତ୍ତିଭୂମି ନିର୍ମାଣରେ ଓଡ଼ିଶା ତୁଳନାରେ ଆଗୁଆ ଅଛି ଆନ୍ଧ୍ର: ବିଦ୍ୟୁତ ରିପୋର୍ଟ
- ରାଜ୍ୟରେ ଦାଦନ ଶ୍ରମିକ ବୃଦ୍ଧି, ବର୍ଷକରେ ବଢିଲେଣି ୨୨ ହଜାର ପ୍ରବାସୀ
- Youth Commits Suicide: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
- ଜାତୀୟ ସଙ୍ଗୀତ ଗାୟନ ବିବାଦ ପରେ ଇରାନର ୫ ଖେଳାଳିଙ୍କୁ ମାନବୀୟ ଭିଜା ଦେଲା ଅଷ୍ଟ୍ରେଲିଆ
- ଏବର୍ଷ ରାଜ୍ୟରେ ବଢ଼ିଛି କୁମ୍ଭୀରଙ୍କ ସଂଖ୍ୟା
- “Rahul Gandhi ‘urban naxal'”: ରାହୁଲଙ୍କ ଉପରେ ବର୍ଷିଲେ କେନ୍ଦ୍ର ମନ୍ତ୍ରୀ, କହିଲେ, ‘ନକ୍ସଲ… ନିର୍ବୋଧ ରାଜକୁମାର…’
- ବିପୁଳ ପରିମାଣର ଗଞ୍ଜେଇ ସହ ନଗଦ ୪ ଲକ୍ଷ ଟଙ୍କା ଜବତ, ଦୁଇ ଗିରଫ
- ଟି୨୦ ବିଶ୍ୱକପର ଶ୍ରେଷ୍ଠ ଏକାଦଶ ଘୋଷିତ
- ବଡ଼ ପରଦାରେ ‘ମଧୁବାଲା’: ଏହି ଅଭିନେତ୍ରୀ ପାଲଟିବେ ‘ହୁସନ୍ କି ମଲ୍ଲିକା’
Comments are closed.