ସିଡନୀ:ଆଇସିସି ଟି୨୦ ମହିଳା ବିଶ୍ୱକପ କ୍ରିକେଟର ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲ ବର୍ଷା ଯୋଗୁ ବାତିଲ ହୋଇଯାଇଛି । ତେବେ ଟୁର୍ନାମେଂଟରେ ଅପରାଜେୟ ରହିଥିବା ଭାରତକୁ ଏହାର ଫାଇଦା ମିଳିଛି ଏବଂ ଦଳ ଫାଇନାଲରେ ପ୍ରବେଶ କରିଛି । ଟିମ୍ ଇଣ୍ଡିଆ ପ୍ରଥମ ଥର ପାଇଁ ଟାଇଟଲ ମୁକାବିଲାରେ ଅବତୀର୍ଣ୍ଣ ହୋଇଛି । ୮ ମାର୍ଚ୍ଚରେ ଖେଳାଯିବାକୁ ଥିବା ଫାଇନାଲରେ ଟିମ୍ ଇଣ୍ଡିଆ ଦ୍ୱିତୀୟ ସେମିଫାଇନାଲ ବିଜେତାକୁ ଭେଟିବ । ଅଷ୍ଟ୍ରେଲିଆ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ସେମି ଫାଇନାଲ ବାତିଲ ହେଲେ ଦକ୍ଷିଣ ଆଫ୍ରିକା ଫାଇନାଲରେ ପ୍ରବେଶ କରିବ । ସୂଚନାଯୋଗ୍ୟ କ୍ରିକେଟ ଅଷ୍ଟ୍ରେଲିଆ ସେମିଫାଇନାଲ ପାଇଁ ରିଜର୍ଭ ଡେ ମାଗିଥିଲେ ମଧ୍ୟ ଆଇସିସି ମନା କରି ଦେଇଥିଲା । ଫାଇନାଲ ପାଇଁ କେବଳ ରିଜର୍ଭ ଡେ ରଖାଯାଇଛି ।
BREAKING NEWS
- କର୍ତ୍ତବ୍ୟରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ: ଜୋଙ୍କ ଥାନା ଆଇଆଇସି ଗୁରୁଦେବ କର୍ମି ନିଲମ୍ବିତ
- ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ତେଜୁଛି ରାଜନୀତି: ପ୍ରେସମିଟ କରି ଗର୍ଜିଲା ବିଜେଡି
- ଶେଷ ହେଲା ଐତିହାସିକ କଟକ ବାଲିଯାତ୍ରା, ୯ ଦିନରେ ୨୫୦ କୋଟି ଟଙ୍କାର ବ୍ୟବସାୟ
- ନିୟମ ଉଲଂଘନ କାରଣରୁ ସିଲ୍ ହେଲା ବାର୍
- ସରକାରୀ କ୍ୱାର୍ଟର ଭଡାରେ ଲଗାଇଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
- ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ
- ବ୍ରେକଅପ ପରେ ୟୁପିଆଇରେ ଗାର୍ଲଫ୍ରେଣ୍ଡଙ୍କୁ ହଇରାଣ କରୁଥିଲେ, ୟୁଜର୍ସ କହିଲେ ବ୍ଲକ୍ କରନି…
- ପିଡିଙ୍କୁ ଗିରଫ କରିବାକୁ ଚେତାବନୀ ଦେଲେ ନଗର ଉନ୍ନୟନ ମନ୍ତ୍ରୀ
- ୨୬ରେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ୍
- ଭେଙ୍କେଟେଶଙ୍କୁ ୨୩.୭୫ରେ ନେଲା କେକେଆର
Comments are closed.