ରାଜସ୍ଥାନ : ଭାରତରେ ପ୍ରଥମ ମୁଣ୍ଡ ନେଲା ଓମିକ୍ରନ । ଗତ ସପ୍ତାହରେ ରାଜସ୍ଥାନର ଉଦୟପୁରରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତିଙ୍କ ରିପୋର୍ଟ ଓମିକ୍ରନ ପଜିଟିଭ ଆସିଛି । ଏନେଇ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ସୂଚନା ଅନୁସାରେ ମୃତ ୭୩ ବର୍ଷୀୟ ବ୍ୟକ୍ତିଙ୍କର କରୋନା ରିପୋର୍ଟ ଦୁଇଥର ନେଗେଟିଭ୍ ଆସିଥିଲା ।ଉଦୟପୁର ହସ୍ପିଟାଲରେ ଡିସେମ୍ବର ୩୧ରେ ତାଙ୍କର ମୃତ୍ୟୁ ହୋଇଥିଲା ।ଏବେ ତାଙ୍କ ଜିନୋମ ସିକ୍ୟୁଏନ୍ସ ଟେଷ୍ଟ କରାଯିବା ପରେ ସେ ଓମିକ୍ରନ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରାଳୟ କହିଛି ।
BREAKING NEWS
- ନିଶା ବେପାରୀଙ୍କ ଉପରେ ପୋଲିସର ବଡ଼ ଆକ୍ସନ; ୪୦୩ ଗ୍ରାମ ବ୍ରାଉନ୍ ସୁଗାର ଜବତ; ଛଅ ଗିରଫ
- ‘MICE ଇନ୍ସେଣ୍ଟିଭ୍ ପୋର୍ଟାଲ୍’ର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ;ନିବେଶ ଓ ଅନୁଭୂତିଭିତ୍ତିକ ଭ୍ରମଣକୁ ପ୍ରୋତ୍ସାହିତ କରିବ
- ମାତ୍ର ୫ଟି ବଞ୍ଚିଥିଲେ… , ଆଜି ୩୫୦ ହେବାରୁ ଏହି ଚଢ଼େଇ ଜିତିଲା ବାର୍ଡ ଅଫ୍ ଦି ଇୟର ଟାଇଟଲ
- ପୂର୍ବତନ ବିଧାୟକ ପ୍ରଣବଙ୍କ ଗାଡ଼ିକୁ ଟେକାମାଡ଼;ଦୃଢ କାର୍ଯ୍ୟାନୁଷ୍ଠାନ ଦାବି
- ଏସୀୟ କ୍ରୀଡ଼ା ୨୦୨୬:୨୪ ବର୍ଷ ପରେ ପୁରୁଷଙ୍କଠାରୁ ଆଗରେ ମହିଳା: ୪ଟି ଅଧିକ ସ୍ୱର୍ଣ୍ଣ ଜିତିଲେ, ହକିରେ ମିଳିଲା ଅଲମ୍ପିକ ଟିକେଟ୍
- ଏସୀୟ କ୍ରୀଡ଼ା ୨୦୨୬ ଶେଷ, ଉଦ୍ଯାପନୀ ସମାରୋହରେ ଜାତୀୟ ପତାକା ଉଡ଼ାଇଲେ ନୀରୁ ଢାଣ୍ଡା; କତାରକୁ ହସ୍ତାନ୍ତର ହେଲା ଓସିଏ ଫ୍ଲାଗ୍
- କୁକୁର କାମୁଡ଼ି ଏକ ବର୍ଷର ଶିଶୁକୁ କଲା ଲହୁଲୁହାଣ
- ରୋହିତ ଶର୍ମାଙ୍କୁ ସୁନୀଲ ଗାଭାସ୍କର ଦେଲେ ବଡ଼ ଟାର୍ଗେଟ
- ସେହ୍ୱାଗଙ୍କ ପୁଅଙ୍କୁ ପ୍ରଦାନ କରାଗଲା ଦିଲ୍ଲୀ ଟିମର ବଡ ଦାୟିତ୍ୱ
- ଇରାନୀ କପ୍: ଜାମ୍ମୁ-କାଶ୍ମୀରକୁ ହରାଇ ଚାମ୍ପିୟନ୍ ହେଲା ରେଷ୍ଟ ଅଫ୍ ଇଣ୍ଡିଆ

Comments are closed.