ନୂଆଦିଲ୍ଲୀ: ଦେଶରେ ତଳମୁହାଁ କରୋନା ଟ୍ରେଣ୍ଡ । ଦୈନିକ ସଂକ୍ରମଣ ୨୦ ହଜାର ତଳକୁ ଖସିଛି । ଜୁଲାଇ ମାସ ପରେ ଆଜି ପ୍ରଥମ ଥର ଦୈନିକ ସଂକ୍ରମଣ ସର୍ବନିମ୍ନ ସ୍ତରକୁ ଖସିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୯ ହଜାର ୧୯ହଜାର ୫୬୬ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୭୫ହଜାର ୧୧୬କୁ ବୃଦ୍ଧି ପାଇଛି ।
୩ଲକ୍ଷରୁ କମ୍ ଆକ୍ଟିଭ୍ କେସ୍
ଦେଶରେ ୩ଲକ୍ଷ ତଳକୁ ଖସିଛି କରୋନା ଆକ୍ଟିଭ୍ କେସ୍ । ସୁସ୍ଥତା ହାର ବଢ଼ିବାରେ ଲାଗିଛି । ୯୫ପ୍ରତିଶତରୁ ଅଧିକ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଗତ ୨୪ ଘଣ୍ଟାରେ ଆଉ ୩୦ହଜାର ୩୭୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ମୋଟ୍ ସୁସ୍ଥ ସଂଖ୍ୟା ୯୬ଲକ୍ଷ ୩୬ହଜାର ୪୮୭କୁ ବୃଦ୍ଧି ପାଇଛି । ଏବେ ଦେଶେର ୨ଲକ୍ଷ ୯୨ହଜାର ୫୧୮ଟି କରୋନା ଆକ୍ଟିଭ କେସ୍ ରହିଛି ।
ମୃତ୍ୟୁହାର ୧.୪୫%
ଦେଶରେ କମିଛି ଦୈନିକ କରୋନା ଡେଥ୍ କେସ୍ । ଗତ ୨୪ ଘଣ୍ଟାରେ ଆଉ ୩୦୧ ସଂକ୍ରମିତ ପ୍ରାଣ ହରାଇଛନ୍ତି । ମୋଟ୍ ମୃତ୍ୟୁସଂଖ୍ୟା ୧ଲକ୍ଷ ୪୬ହଜାର ୧୧୧ରେ ପହଞ୍ଚିଛି । ଦେଶରେ ମୃତ୍ୟୁହାର ରହିଛି ୧.୪୫%।
BREAKING NEWS
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି
- MMDR ବିଲ୍କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ
- Influencer Nidhi Tiwari Suicide: କ’ଣ ଥିଲା ଶେଷ କଥା ?
- Delhi Air Pollution: ନଭେମ୍ବରରୁ ଅଫିସରେ କମିବେ ଲୋକ, ବଢିବ ପାର୍କିଂ ଫି
- ଅପମିଶ୍ରିତ ପନିର କାରବାର;୧୧ ଜଣଙ୍କ ନାଁ ରେ ଏତଲା ଦେଲା KMC
- ଟାଟା ଷ୍ଟିଲ ଫ୍ରେଣ୍ଡସିପ୍ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ: ମିଡିଆ 11 ଟିମ୍ ଚମ୍ପିୟାନ
- ତମାଖୁଜାତ ଦ୍ରବ୍ୟରୁ ରାଜକୋଷକୁ ୭,୩୪୬ କୋଟି ଟଙ୍କା ଆଦାୟ
- ନେପାଳରେ ପୁଣି ଧସିଲା ପାହାଡ, ଭୁଶୁଡିଲା ଘର, ୧୦ ମୃତ

Comments are closed.