ନୂଆଦିଲ୍ଲୀ: ଦେଶରେ ଖସୁଛି କରୋନା ଟ୍ରେଣ୍ଡ । ଦୈନିକ କେସ୍ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଚାରେ ସଂକ୍ରମିତ ହୋଇଛନ୍ତି ଆଉ ୩୮ ହଜାର ୩୧୦ ଜଣ । ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୨ ଲକ୍ଷ ୬୭ ହଜାର ୬୨୩କୁ ବୃଦ୍ଧି ପାଇଛି ।
ଲକ୍ଷେ ୨୩ ହଜାର ମୃତ୍ୟୁ
ସେହିପରି ଗତ ୨୪ ଘଣ୍ଟାରେ କରୋନାରେ ଯାଇଛି ଆଉ ୪୯୦ ଆକ୍ରାନ୍ତଙ୍କ ଜୀବନ । ମହାମାରୀରେ ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୨୩ ହଜାର ୦୯୭ ଆକ୍ରାନ୍ତ ପ୍ରାଣ ହରାଇଲେଣି । ଦେଶରେ ମୃତ୍ୟୁହାର ରହିଛି ୧.୪୯% ।
ବଢୁଛି ସୁସ୍ଥତା, କମୁଛି ଆକ୍ଟିଭ୍ କେସ୍
ଦେଶରେ ଆକ୍ରାନ୍ତଙ୍କ ଅପେକ୍ଷା ଦୈନିକ ବଢୁଛି ସୁସ୍ଥ ସଂଖ୍ୟା । ଯାହାକି ଦେଶବାସୀଙ୍କ ପାଇଁ ଆଶ୍ୱସ୍ତି ଆଣି ଦେଇଛି । ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି ୫୮ ହଜାର ୩୨୩ ସଂକ୍ରମିତ । ସୁସ୍ଥ ସଂଖ୍ୟା ୭୬ ଲକ୍ଷ ୩ ହଜାର ୧୨୧କୁ ବୃଦ୍ଧି ପାଇଛି । ବର୍ତ୍ତମାନ ଦେଶରେ ୫ ଲକ୍ଷ ୪୧ ହଜାର ୪୦୫ଟି ଆକ୍ଟିଭ୍ କେସ୍ ରହିଛି ।
BREAKING NEWS
- ଓଡ଼ିଶା ସରକାର ଓ ଏନଆଇଇପିଆଇଡି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷର;ଲକ୍ଷ୍ୟ ମାନସିକ ଅନଗ୍ରସର ବ୍ୟକ୍ତି…
- X down: ଗୋଟିଏ ସପ୍ତାହରେ ୨ୟ ଥର ପାଇଁ X ହେଲା ଡାଉନ, ଭାରତ ସମେତ ସାରା ବିଶ୍ୱର ୟୁଜର ପ୍ରଭାବିତ
- କିଟରେ ଚେସ୍ ମହାକୁମ୍ଭ ଉଦ୍ଯାପିତ
- ଏହି ଦିନ ରିଲିଜ ହେବ ପ୍ରଭାସଙ୍କ ‘ସ୍ପିରିଟ୍’…
- National Education Policy: ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ସଂସ୍କାର ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ୪ ସୂତ୍ରୀ ମନ୍ତ୍ର
- ଆଫ୍ରିଦୀଙ୍କ ଆଉ ଏକ ରେକର୍ଡ ଭାଙ୍ଗି ପାରନ୍ତି ରୋହିତ
- ଜ୍ବାଇଁଙ୍କ ସ୍ଵାଗତ ପାଇଁ ୧୫୮ ପ୍ରକାରର ସୁସ୍ୱାଦୁ ବ୍ୟଞ୍ଜନ, ଭାଇରାଲ ହେଉଛି ଭିଡିଓ…
- ସ୍ମାର୍ଟ ମିଟରର ସଠିକତା ପରଖିବାକୁ ଉପଭୋକ୍ତାଙ୍କୁ ଟିପିସିଓଡିଏଲ୍ର ଆହ୍ୱାନ; ୨୦ଟି ଗ୍ରାହକ ସେବା କେନ୍ଦ୍ରରେ…
- ବିବାହ କରିବେ କି ଧନୁଷ ଓ ମୃଣାଲ ଠାକୁର; ‘ଭାଲେଣ୍ଟାଇନ୍ସ ଡେ’ରେ…
- ବାଲି ଓ ମଦ ବ୍ୟବସାୟୀଙ୍କ ଘରେ ଇଡି ରେଡ୍, ଲକ୍କରୁ ବାହାରିଲା କୋଟି କୋଟି ଟଙ୍କା
Comments are closed.