ବର୍ମିଂହାମ: ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡାରେ ୫ମ ଥର ପାଇଁ ଭାରତୀୟ ମହିଳା ହକି ଦଳ ସେମିଫାଇନାଲରେ ପ୍ରବେଶ କରିଛି । ବୁଧବାର ଚତୁର୍ଥ ଗ୍ରୁପ ମ୍ୟାଚରେ ଭାରତ ୩-୨ର କାନାଡାକୁ ପରାସ୍ତ କରିଥିଲା । କାନାଡା ସେମି ଦୌଡରୁ ବାଦ ପଡିଛି । ଭାରତ ପାଇଁ ଏହି ମ୍ୟାଚରେ ସଲିମା ଟେଟେ, ନବନୀତ କୌର ଓ ଲାଲରେମ୍ସିୟାମି ଗୋଲ ସ୍କୋର କରିଥିଲେ । ବ୍ରାଏନ ଷ୍ଟେୟର୍ସ ଓ ହନ୍ନା ହ୍ୟନ କାନାଡ ପକ୍ଷରୁ ଗୋଲ ଦେଇଥିଲେ । ୫ ଅଗଷ୍ଟରେ ଭାରତ ସେମିରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ଭେଟିବ । ପୂର୍ବରୁ ଭାରତ ୫-୦ ଗୋଲରେ ଘାନାକୁ ଏବଂ ୩-୧ରେ ୱେଲ୍ସକୁ ପରାସ୍ତ କରିଥିଲା । ଇଂଲଣ୍ଡ ବିପକ୍ଷରେ ଦଳ ପରାଜୟବରଣ କରିଥିଲା । ଗତ ସଂସ୍କରଣରେ ଭାରତ ଅଳ୍ପକେ ବ୍ରୋଞ୍ଜ ପଦକ ସୁଯୋଗ ହାତଛଡା କରିଥିଲା ।
BREAKING NEWS
- ନେପାଳ ବନ୍ୟାରେ ନିଖୋଜ ୨ ଓଡ଼ିଆ, ସହାୟତା ପାଇଁ ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍
- ରାକ୍ଷୀ ପୂର୍ଣ୍ଣିମା; ଆଜି ମହିଳାଙ୍କ ପାଇଁ ମାଗଣା ‘ଆମ ବସ୍’ ସେବା
- ନେପାଳରେ ବନ୍ୟା; ମୃତ୍ୟୁ ସଂଖ୍ୟା ୧୬୦କୁ ବୃଦ୍ଧି, ୧୩୩ ଭାରତୀୟ ନିଖୋଜ…
- ନେପାଳରେ ହଠାତ୍ ବନ୍ୟା ଆସିବାର କାରଣ କଣ ?
- ଲୁହାପଥର ଚୋରାଚାଲାଣ ବେଳେ ମାଡିବସିଲା ପୋଲିସ; ୩ ଗିରଫ
- ଦେଶର ୧୧ ହଜାର କିମି ରେଳପଥର ହେବ ସମ୍ପ୍ରସାରଣ: ଯୋଜନାର ରୂପରେଖ ସ୍ପଷ୍ଟ କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
- ଆପଣ ବହୁତ ହଟ୍ ଓ ବିୟୁଟିଫୁଲ୍’; ରିଆଲିଟି ସୋ’ରେ ମଲ୍ଲିକାଙ୍କୁ ଖୋଲା ପ୍ରଶଂସା କରି ଚର୍ଚ୍ଚାରେ ଲାଲୁଙ୍କ ପୁଅ
- ଜଣେ ବ୍ୟକ୍ତି କେତୋଟି କ୍ରେଡିଟ୍ କାର୍ଡ ରଖିପାରିବେ? ଜାଣନ୍ତୁ କ’ଣ ରହିଛି ଆରବିଆଇର ନୂଆ ନିୟମ
- ଚିନି ବନ୍ଦ କଲେ କମିବ କି ଡାଇବେଟିସ୍? ସ୍ୱାସ୍ଥ୍ୟ ବିଶେଷଜ୍ଞ ଓ ମେଡିକାଲ୍ ରିସର୍ଚ୍ଚରୁ ଜାଣନ୍ତୁ ସତ୍ୟତା
- ପାର୍ବଣ ପୂର୍ବରୁ ସରକାରଙ୍କ ବଡ଼ ପଦକ୍ଷେପ: କଳାବଜାରୀ ରୋକିବାକୁ ନୂଆ ନିୟମ, ନିୟନ୍ତ୍ରଣକୁ ଆସିଲା ଦର

Comments are closed.