ମେଲବୋର୍ଣ୍ଣ:ଚଳିତ ମହିଳା ଟି୨୦ ବିଶ୍ୱକପ କ୍ରିକେଟର ସେମି ଫାଇନାଲ ଲାଇନଅପ୍ ଚୂଡାନ୍ତ ହୋଇଛି । ଗୁରୁବାର ଭାରତ-ଇଂଲଣ୍ଡ ଓ ଦକ୍ଷିଣଆଫିକା-ଅଷ୍ଟ୍ରେଲିଆ ମଧ୍ୟରେ ମୁକାବିଲା ହେବ । ୨ଟି ଯାକ ମ୍ୟାଚ ସିଡନୀ ଗ୍ରାଉଣ୍ଡରେ ଖେଳାଯିବ । ମଙ୍ଗଳବାର ଦକ୍ଷିଣ ଆଫ୍ରିକା ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଅନୁଷ୍ଠିତ ମ୍ୟାଚ ବର୍ଷା ଯୋଗୁ ବାତିଲ ହୋଇ ଯାଇଥିଲା ।
ଦକ୍ଷିଣ ଆଫ୍ରିକା ଏହି ମ୍ୟାଚରେ ୧ ପଂଏଟ ହାସଲ କରି ଗ୍ରୁପ ବି’ର ଶୀର୍ଷ ସ୍ଥାନରେ ରହି ସେମିେୀ ପ୍ରବେଶ କରିଥିଲା । ଗତ ସଂସ୍କରଣରେ ଭାରତ ଇଂଲଣ୍ଡଠାରୁ ହାରି ଟୁର୍ଣ୍ଣାମେଂଟରୁ ବିଦାୟ ନେଇଥିଲା । ଏଥର ଏହାର ମଧୁର ପ୍ରତିଶୋଧ ନେବା ଲକ୍ଷ୍ୟରେ ରହିବ । ଟିମ୍ ଇଣ୍ଡିଆ ଅଧିନାୟକ ହରମନପ୍ରୀତ କୌରଙ୍କ ପ୍ରଦର୍ଶନ ଦଳ ପାଇଁ ଏହି ମ୍ୟାଚରେ ଗୁରୁତ୍ୱପୂର୍ଣ୍ଣ ରହିଛି ।
BREAKING NEWS
- ବଡ଼ ଧରଣର ଡକାୟତି ଯୋଜନାକୁ ଫେଲ କଲା ପୋଲିସ; ୫ ଡକାୟତ ଗିରଫ
- ଆହୁରି ୩ ଦିନ କଲବଲ କରିବ ଶୀତ…
- Men’s Hockey India League 2026: କଳିଙ୍ଗର କ୍ରମାଗତ ଚତୁର୍ଥ ବିଜୟ ;ପରବର୍ତ୍ତୀ ମ୍ୟାଚ ଭୁବନେଶ୍ବରରେ…
- ମିଚେଲଙ୍କ ଶତକ ଆଗରେ ଫିକା ପଡିଲା ରାହୁଲଙ୍କ ପ୍ରଦର୍ଶନ: ସିରିଜ ବରାବର କଲା ନ୍ୟୁଜିଲାଣ୍ଡ
- ଶାନ୍ତି ଓ ଅହିଂସାର ବାର୍ତ୍ତା ଦେଉଛି ଉଦୟଗିରିରେ ଆୟୋଜିତ ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ; ବୌଦ୍ଧ ଧର୍ମ ପୁସ୍ତକ ଉନ୍ମୋଚିତ
- ୧୩ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ; ଜଣେ ଅଭିଯୁକ୍ତ ଗିରଫ
- ମଜଭୁତ ହେଉଛି ଭାରତୀୟ ପାସପୋର୍ଟ; ଏବେ ୫୫ ଦେଶରେ ଭିସା ଫ୍ରି ଏଣ୍ଟ୍ରି…
- ୬୪ ଚାଲର ମହାରଥୀ ବିଶ୍ୱନାଥନ କିଟରେ ଉଦଘାଟନ କଲେ ଚେସ ମହାକୁମ୍ଭ
- ଓଡ଼ିଶାରେ ବକ୍ସାଇଟ୍ ସନ୍ଧାନ ଏବଂ ଅନୁସନ୍ଧାନ; ସାଟେଲାଇଟ୍ ଆଧାରିତ ପ୍ରଯୁକ୍ତିବିଦ୍ୟା ବିକାଶ ପାଇଁ ଆଇଆଇଟି ଭୁବନେଶ୍ୱର ପୁରସ୍କୃତ
- ହ୍ରିତିକ ଅଭିନୀତ କାବିଲ ଫିଲ୍ମର ସୀକ୍ୱେଲ ନେଇ ପ୍ରଶଂସକଙ୍କୁ ଦ୍ୱନ୍ଦ୍ୱରେ ପକାଇଲେ ନିର୍ଦ୍ଦେଶକ
Comments are closed.