ମେଲବୋର୍ଣ୍ଣ:ଚଳିତ ମହିଳା ଟି୨୦ ବିଶ୍ୱକପ କ୍ରିକେଟର ସେମି ଫାଇନାଲ ଲାଇନଅପ୍ ଚୂଡାନ୍ତ ହୋଇଛି । ଗୁରୁବାର ଭାରତ-ଇଂଲଣ୍ଡ ଓ ଦକ୍ଷିଣଆଫିକା-ଅଷ୍ଟ୍ରେଲିଆ ମଧ୍ୟରେ ମୁକାବିଲା ହେବ । ୨ଟି ଯାକ ମ୍ୟାଚ ସିଡନୀ ଗ୍ରାଉଣ୍ଡରେ ଖେଳାଯିବ । ମଙ୍ଗଳବାର ଦକ୍ଷିଣ ଆଫ୍ରିକା ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଅନୁଷ୍ଠିତ ମ୍ୟାଚ ବର୍ଷା ଯୋଗୁ ବାତିଲ ହୋଇ ଯାଇଥିଲା ।
ଦକ୍ଷିଣ ଆଫ୍ରିକା ଏହି ମ୍ୟାଚରେ ୧ ପଂଏଟ ହାସଲ କରି ଗ୍ରୁପ ବି’ର ଶୀର୍ଷ ସ୍ଥାନରେ ରହି ସେମିେୀ ପ୍ରବେଶ କରିଥିଲା । ଗତ ସଂସ୍କରଣରେ ଭାରତ ଇଂଲଣ୍ଡଠାରୁ ହାରି ଟୁର୍ଣ୍ଣାମେଂଟରୁ ବିଦାୟ ନେଇଥିଲା । ଏଥର ଏହାର ମଧୁର ପ୍ରତିଶୋଧ ନେବା ଲକ୍ଷ୍ୟରେ ରହିବ । ଟିମ୍ ଇଣ୍ଡିଆ ଅଧିନାୟକ ହରମନପ୍ରୀତ କୌରଙ୍କ ପ୍ରଦର୍ଶନ ଦଳ ପାଇଁ ଏହି ମ୍ୟାଚରେ ଗୁରୁତ୍ୱପୂର୍ଣ୍ଣ ରହିଛି ।
BREAKING NEWS
- ଫ୍ରାନ୍ସରେ ବ୍ୟାପକ ବିକ୍ଷୋଭ ପ୍ରଦର୍ଶନକାରୀ ଓ ଛାତ୍ରଙ୍କ ଆନ୍ଦୋଳନ ସମୟରେ ହିଂସା ସହ ପୋଡ଼ାଜଳା
- Stampede at Durga Puja pandal:ଦୁର୍ଗାପୂଜାରେ ଦଳାଚକଟା; ୧୭ ମୃତ, ୪୦ଆହତ
- ଗର୍ଭବତୀ ସାମ୍ବାଦିକାଙ୍କୁ ଧକ୍କା ମାମଲା: ତେଜିଲା ରାହୁଲ ଗାନ୍ଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
- ଅନ୍ତର୍ଜାତୀୟ ବଡି ବିଲଡର ଜନ୍ମେଜୟ ମହାନ୍ତିଙ୍କ ପରଲୋକ
- ବର୍ଷା ଯୋଗୁଁ ପଞ୍ଚମ ଟି-୨୦ ବାତିଲ: ୨-୨ ରେ ବରାବର ରହିଲା ଭାରତ-ୱେଷ୍ଟଇଣ୍ଡିଜ ସିରିଜ୍
- ଦୁର୍ଗାମେଢ଼ ତିଆରି କରୁଥିଲେ…ଏମିତି ଚାଲିଗଲା ଜୀବନ
- ମହାଷ୍ଟମୀ ଓ ଦଶହରା କେବେ, କେଉଁ ଦିନ କରିବେ ପୂଜା? ପୁଣି ଉପୁଜିଲା ଦ୍ୱନ୍ଦ
- India’s Ambassador To Nepal:ସୁଧାକର ଦଲେଲା କିଏ? ନେପାଳରେ ଭାରତର ନୂତନ ରାଷ୍ଟ୍ରଦୂତ
- କଂଗ୍ରେସ ମହାରାଲି ପାଇଁ ଗ୍ରୀନ୍ ସିଗନାଲ୍: ମିଳିଲା NOC, କମ୍ପିବ ରାମଲୀଳା ମଇଦାନ
- RG Kar Case: ସନ୍ଦୀପ ଘୋଷଙ୍କ ଜାମିନକୁ ନେଇ ତେଜିଲା ରାଜନୈତିକ ହଇଚଇ, CBI ଭୂମିକା ଉପରେ ଉଠିଲା ପ୍ରଶ୍ନ

Comments are closed.