ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ବି ଟିମ୍ ଶ୍ରୀଲଙ୍କା ଗସ୍ତରେ ଯିବେ । ସୋମବାର ଏହାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି । ୧୩ରୁ ୨୫ ଜୁଲାଇ ମଧ୍ୟରେ ୩ଟି ଏକଦିବସୀୟ ମ୍ୟାଚ ଏବଂ ୩ଟି ଟି୨୦ ମୁକାବିଲା ହେବ । ଏହାର ପ୍ରସାର ଦାୟିତ୍ୱ ନେଇଥିବା ସୋନୀ ପକ୍ଷରୁ ଏହି କାର୍ଯ୍ୟସୂଚୀ ଘୋଷଣା କରାଯାଇଛି । ଜୁଲାଇ ୧୩, ୧୬ ଓ ୧୮ରେ ଏବଂ ୨୧, ୨୩ ଓ ୨୫ ଜୁଲାଇରେ ଟି୨୦ ମ୍ୟାଚ ହେବ ।
ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ ସିନିୟର ଟିମ୍ ଏବେ ଇଂଲଣ୍ଡ ଗସ୍ତରେ ଯାଇଛି । ଏହି ସମୟ ମଧ୍ୟରେ ଟିମ୍ ଇଣ୍ଡିଆର ବି ଟିମ୍ ଶ୍ରୀଲଙ୍କା ଗସ୍ତରେ ସୀମିତ ଓଭର ମୁକାବିଲା ଖେଳିବ । ଶିଖର ଧାୱନ, ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଶ୍ରେୟାସ ଆୟରଙ୍କ ମଧ୍ୟ ଅଧିନାୟକ ଭାର କିଏ ସମ୍ଭାଳିବ ତାହା ଚୂଡାନ୍ତ ହୋଇ ନାହିଁ । ଏହି ଗସ୍ତରେ ଉଦୀୟମାନ ଯୁବ ଖେଳାଳିଙ୍କୁ ସୁଯୋଗ ଦିଆଯିବ ।
BREAKING NEWS
- ଫାୟାର ସେଫ୍ଟି ନିୟମ ନମାନିଲେ ବନ୍ଦ ହେବ କୋଚିଂ ସେଣ୍ଟର…
- ବିଶ୍ୱରେ ସବୁଠୁ ଅଧିକ ଟଙ୍କା ପାଉଥିବା ପ୍ରଧାନମନ୍ତ୍ରୀ : ବଢ଼ିଲା ବାର୍ଷିକ ୧ ନିୟୁତ ଡଲାର
- ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଉପରେ ଗୁରୁତ୍ୱାରୋପ
- ଆଖୁ ଉତ୍ପାଦନ ବଢ଼ାଇବାକୁ ଆଧୁନିକ ଆଖୁ ଚାଷ ଉପରେ ଗୁରୁତ୍ୱ ବୃଦ୍ଧି କରିଛି ରାଜ୍ୟ
- “ମାଳିପୁଟ ମେଲୋଡିଜ୍” ଏହି ଦିନ ହେବ ରିଲିଜ;କୋରାପୁଟରେ ଜୀବନ ଓ ସଂଘର୍ଷର କାହାଣୀ କହିବ …
- ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
- ଓଡ଼ିଶାରେ ଗୁଜୁରାଟର ସ୍ୱତନ୍ତ୍ର ଡିଆରଆଇ ଟିମ; କଲରାପତରିଆ ବାଘ ଛାଲ ଜବତ,ଜଣେ ଗିରଫ
- ୨୪ ଘଣ୍ଟା ଭିତରେ ଓଡ଼ିଶାରେ ଦୁଇଟି ବ୍ୟାଙ୍କ ଲୁଟ୍: ବନ୍ଧୁକ ମୁନରେ ସୁନ୍ଦରଗଡ଼ ଓ ବାଲେଶ୍ୱରରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
- କଣ୍ଟେନରରୁ ମିଳିଲା ୧ କୋଟି ଟଙ୍କାର ଗଞ୍ଜେଇ;୨ ଗିରଫ
- ରାଜପାଲ୍ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଆଶ୍ୱସ୍ତି: ଜେଲ୍ ଯିବାରୁ ବର୍ତ୍ତିଲେ, କିନ୍ତୁ ରଖିଲେ ଏହି କଡ଼ା ସର୍ତ୍ତ

Comments are closed.