Latest Odisha News

BREAKING NEWS

ଭାରତୀୟ ସେନା ହେଲିକେପ୍ଟର ‘ଚିତା’ ଦୁର୍ଘଟଣାଗ୍ରସ୍ତ, ପାଇଲଟ୍ ସୁରକ୍ଷିତ

ଭୁବନେଶ୍ୱର: ଭାରତୀୟ ସେନା ହେଲିକେପ୍ଟର ‘ଚିତା’ ଆଜି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଘଟଣା କାଶ୍ମୀର ଗୁରେଜର ବାରାମ ଅଞ୍ଚଳରେ ଘଟିଛି । ହେଲିକେପ୍ଟରଟି ଉଡାଣ ଭରିବା ପରେ ତୁଷାରପାତର ସମ୍ମୁଖୀନ୍ନ ହୋଇଥିଲା । ହେଲିକେପ୍ଟରରେ ଥିବା ସଦସ୍ୟଙ୍କ ଉଦ୍ଧାର ପାଇଁ ବରଫାବୃତ୍ତ ଅଞ୍ଚଳରେ ଉଦ୍ଧାରକାରୀ ଟିମ୍ ପହଞ୍ଚୁଛନ୍ତି । ସୂଚନା ଅନୁସାରେ ପାଇଲଟ୍ ସୁରକ୍ଷିତ ଥିବା ଜଣାପଡ଼ିଛି ।

Comments are closed, but trackbacks and pingbacks are open.