ଲଣ୍ଡନ: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ଏବଂ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ଖେଳିବା ପାଇଁ ଭାରତୀୟ କ୍ରିକେଟ ଦଳ ଗୁରୁବାର ସାଉଥାମ୍ପଟନରେ ପଂହଚିଛନ୍ତି । ଉଭୟ ପୁରୁଷ ଏବଂ ମହିଳା ଦଳ ଇଂଲଣ୍ଡ ଗସ୍ତରେ ଆସିଛନ୍ତି । ରୋହିତ ଶର୍ମା ଏ ନେଇ ସୋସିଆଲ ସାଇଟରେ ସୂଚନା ଦେଇଛନ୍ତି । ମହିଳା ଟିମ୍ ଏହି ଗସ୍ତରେ ୩ ଦିନିକିଆ ଏବଂ ୩ ଟି୨୦ ମ୍ୟାଚ ଖେଳିବେ । କୋଭିଡ-୧୯ ମହାମାରୀକୁ ଧ୍ୟାନରେ ରଖି କଟକଣା ସହ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ( ୧୮ରୁ ୨୨ ଜୁନ୍) ପାଇଁ ୨୦ ଜଣିଆ ଦଳ ଏଠାରେ ପଂହଚିଛି ।
ଟିମ୍ ଇଣ୍ଡିଆ: ରୋହିତ ଶର୍ମା, ଶୁଭମନ ଗିଲ, ମୟଙ୍କ ଅଗ୍ରୱାଲ, ଚେତେଶ୍ୱର ପୂଜାରା, ବିରାଟ କୋହଲି (ଅଧିନାୟକ), ଅଜିଙ୍କ୍ୟ ରାହାଣେ (ଉପ ଅଧିନାୟକ), ହନୁମା ବିହାରୀ, ରିଷଭ ପନ୍ତ, ଆର.ଅଶ୍ୱୀନ, ରବୀନ୍ଦ୍ର ଜାଡେଜା, ଅକ୍ଷର ପଟେଲ, ୱାଂଶିଟନ ସୁନ୍ଦର, ଯଶପ୍ରୀତ ବୁମରାହ, ଈଶାନ୍ତ ଶର୍ମା, ମହମ୍ମଦ ସାମି, ମହମ୍ମଦ ସିରାଜ, ଶାର୍ଦ୍ଦୁଳ ଠାକୁର, ଉମେଶ ଯାଦବ, କେଏଲ ରାହୁଲ, ରିଦ୍ଧିମାନ ଶାହ ।
ଷ୍ଟାଣ୍ଡବାଇ ଖେଳାଳି: ଅଭିମନ୍ୟୁ ଈଶ୍ୱରନ, ପ୍ରିସିଦ୍ଧି କ୍ରିଷ୍ଣା, ଅଭେଶ ଖାନ, ଅର୍ଜନ ନାଗବାସୱାଲା ।
ଇଂଲଣ୍ଡ ବିପକ୍ଷ ସିରିଜ: ପ୍ରଥମ ଟେଷ୍ଟ( ୪ରୁ ୮ଅଗଷ୍ଟ, ନଟିଂଘାମ, ଦ୍ୱିତୀୟ ଟେଷ୍ଟ (ଲର୍ଡ୍ସ ୧୨ରୁ ୧୬ ଅଗଷ୍ଟ), ତୃତୀୟ ଟେଷ୍ଟ (ଅଗଷ୍ଟ ୨୫ରୁ ୨୯ ଲିଡ୍ସ), ଚତୁର୍ଥ ଟେଷ୍ଟ (୨ରୁ ୬ ସେପ୍ଟେମ୍ବର, ଓଭାଲ ଓ ପଂଚମ ଟେଷ୍ଟ (୧୦ରୁ ୧୪ ସେପ୍ଟେମ୍ବର, ମାଂଚେଷ୍ଟର) ।
BREAKING NEWS
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
- ଡ୍ରୋନ୍ ସାହାଯ୍ୟରେ ଭାରତରେ ଆତଙ୍କ ସୃଷ୍ଟି କରିବା ଷଡ଼ଯନ୍ତ୍ର ପଣ୍ଡ, ଜଣେ ଆମେରିକୀୟ ସହ ୬ ୟୁକ୍ରେନୀୟ ନାଗରିକ ଗିରଫ
- Bomb Blast: ଭୟଙ୍କର ବୋମା ବିସ୍ଫୋରଣ: ଛିଡିଗଲା ଯୁବକଙ୍କ ହାତ ପାପୁଲି…
- ନିଲମ୍ବିତ ବିଧାୟକଙ୍କୁ ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ଆହ୍ୱାନ ଦେଲେ ମୋକିମ୍
- Maternity Leave Adoptive Mothers: ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
- ସମସ୍ୟା ପାଇଁ ଆସିଥିଲେ ଉଠାଇ ନେଲା ପୋଲିସ
- ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ
- ବିଦେଶିନୀଙ୍କୁ ପାଗଳ କରିଦେଲା ଓଡିଆ ପୁଅର ପ୍ରେମ
Comments are closed.