ପାରାଦୀପ: ଆଜି ପାରାଦୀପରେ ଇଣ୍ଡିଆନ ଅଏଲ (ଆଇଓସିଏଲ)ର ଉତ୍ପାଦ ପ୍ରୟୋଗ ଓ ବିକାଶ କେନ୍ଦ୍ର ଉଦଘାଟିତ ହେବ । ୪୩ କୋଟି ଟଙ୍କାର ଏହି ପ୍ରକଳ୍ପକୁ ଭିଡ଼ିଓ କନଫରେନ୍ସ ଜରିଆରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ପ୍ରକଳ୍ପ ଦେଶର ଷଷ୍ଠ ଓ ପୂର୍ବ ଭାରତର ଦ୍ଵିତୀୟ ପ୍ରକଳ୍ପ । ଆତ୍ମନିର୍ଭର ଭାରତ ଯୋଜନା ରେ ଭଲ କପଡା ଓ ଟେକ୍ନିକାଲ ଟେକ୍ସଟାଇଲ ଭଳି ସାମଗ୍ରୀ ରେ ଭାରତକୁ ଆତ୍ମନିର୍ଭରଶୀଳ କରିବାରେ ଏହି ପ୍ରକଳ୍ପ ସାହାଯ୍ୟ କରିବ ବୋଲି କୁହାଯାଉଛି।
BREAKING NEWS
- ଆଜି ରାତିରେ ଏକ ସଭ୍ୟତାର ଅନ୍ତ ହେବ, ୪୭ ବର୍ଷର ହିଂସାର ଅନ୍ତ ହେବ… ଇରାନକୁ ଟ୍ରମ୍ପଙ୍କ ଧମକ
- ମ୍ୟାଚ ଫିକ୍ସିଂ: ବାଂଲାଦେଶର ୭ ଖେଳାଳି ବାସନ୍ଦ
- ପଶ୍ଚିମବଙ୍ଗରେ ଭୋଟ ଆଗରୁ ବାଦ ପଡିଲେ ୯୦ ଲକ୍ଷ ଭୋଟର
- ପ୍ରବାସୀ ଶ୍ରମିକମାନଙ୍କ ସୁବିଧା ପାଇଁ ପେଟ୍ରୋଲିୟମ ସଚିବଙ୍କ ବଡ଼ ଘୋଷଣା
- ଖଣି ଲିଜ୍ଧାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଉତ୍ପାଦନ ବୃଦ୍ଧି କରନ୍ତୁ
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
Comments are closed.