ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଉଇଙ୍ଗ୍ କମାଣ୍ଡର ଡା. ବିଜୟଲକ୍ଷ୍ମୀ ରମଣଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ବିଜୟଲକ୍ଷ୍ମୀ ବାୟୁସେନାର ପ୍ରଥମ ମହିଳା ଅଧିକାରୀ ଭାବେ ନିଯୁକ୍ତ ହୋଇଥିଲେ। ୧୯୫୫ରେ ସେ ବାୟୁସେନାରେ ଯୋଗ ଦେଇଥିଲେ ଏବଂ ୧୯୭୨ରେ ଉଇଙ୍ଗ କମାଣ୍ଡର ହୋଇଥିଲେ। ୧୯୭୯ରେ ସେ ଏହି ବୃତ୍ତିରୁ ଅବସର ଗ୍ରହଣ କରିଥିଲେ।
BREAKING NEWS
- କେମିକାଲ ଓ ପେଟ୍ରୋକେମିକାଲ୍ସ ହବ୍ ହେବାକୁ ଓଡ଼ିଶାର ଉଦ୍ୟମ; ଶିଳ୍ପପତିଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ
- ମଦ ନେଲା ଜୀବନ;କକାର ଟାଙ୍ଗିଆ ଚୋଟରେ ପୁତୁରାର ଜୀବନ ଗଲା
- ରଣଜୀ ଟ୍ରଫି: କେରଳଠାରୁ ପରାସ୍ତ ହେଲା ଓଡ଼ିଶା
- ଆପଣମାନେ ଜେନ୍-ଜି ନୁହଁନ୍ତି : ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କ ଆବେଦନ ଶୁଣାଣି ସମୟରେ ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ଟିପ୍ପଣୀ
- ନ୍ୟୁଜିଲାଣ୍ଡ ପାଇଁ ବଡ଼ ବିପଦ ସାଜିଛନ୍ତି ଭୁବନେଶ୍ୱର କୁମାର
- ଲେଜର ରଶ୍ମିର କମାଲ: ପ୍ଲାଷ୍ଟିକରୁ ତିଆରି ହେଲା ହୀରା
- ସୌଭାଗ୍ୟ ଥିଲେ ମହାପ୍ରଭୁଙ୍କ ଦର୍ଶନ ମିଳେ: ପବିତ୍ର ବିଜୟା ଦଶମୀରେ ମହାପ୍ରଭୁଙ୍କ ଦର୍ଶନ କଲେ ଅଭିନେତା ଗୋବିନ୍ଦା
- ବିସିସିଆଇ ସଭାପତିଙ୍କ ବଡ଼ ବୟାନ: ବୟସ ନୁହେଁ, ଫିଟନେସ୍ ଓ ଫର୍ମ ଦେଖି ରୋହିତ-ବିରାଟଙ୍କ ଚୟନ ହେବ
- ଜନ ସମୁଦ୍ରରେ ଶେଷ ହେଲା ଯୋଡି ଛତର ଯାତ୍ରା
- ସୁବର୍ଣ୍ଣରେଖା ନଦୀରେ ଅଘଟଣ;ବୁଡିଗଲେ ୨ ଭାଇ

Comments are closed.