ଭୁବନେଶ୍ୱର: ଛୁଟି ହେଲେ ବି ହଷ୍ଟେଲରେ ରହିବେ ଆଦିବାସୀ ଛାତ୍ରଛାତ୍ରୀ । ଏନେଇ ସୂଚନା ଦେଇଛନ୍ତି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ମନ୍ତ୍ରୀ । ହଷ୍ଟେଲରେ ଛାତ୍ରଛାତ୍ରୀଙ୍କୁ କରୋନା ପାଇଁ ସଚେତନତା କରାଯିବ । ହାତ ଧୁଆଠାରୁ ଆରମ୍ଭ କରି ସ୍ୱଚ୍ଛତା ଉପରେ ମଧ୍ୟ ଗୁରୁତ୍ୱ ଦିଆଯିବ ।
ଗାଁକୁ ଗଲେ ଛାତ୍ରଛାତ୍ରୀମାନେ ସଚେତନ ହୋଇ ପାରିବେ ନାହିଁ । ସେଥିପାଇଁ ଏଭଳି ପଦକ୍ଷେପ ନିଆଯାଇଥିବା କହିଛନ୍ତି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ମନ୍ତ୍ରୀ ।
BREAKING NEWS
- ଆଇଟିଇଆର ରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ
- ଚେନ୍ନାଇର କ୍ରମାଗତ ଦ୍ୱିତୀୟ ପରାଜୟ
- Railway zone:ପଲାସା ଓ ଇଚ୍ଛାପୁରମ ଅଞ୍ଚଳକୁ ଦକ୍ଷିଣତଟ ରେଳବାଇରେ ମିଶ୍ରଣକୁ ବିଜେଡିର ବିରୋଧ
- Earthquake: ଥରିଲା ଉତ୍ତର ଭାରତ;ଭୂମିକମ୍ପର କେନ୍ଦ୍ରସ୍ଥଳ…
- West Bengal Polls: ସରକାରୀ ଅଧିକାରୀ ମମତା ବାନାର୍ଜୀଙ୍କ ଦଳ ପାଇଁ ପ୍ରଚାର କରୁଥିଲେ; ECIର କାର୍ଯ୍ୟାନୁଷ୍ଠାନ ଗ୍ରହଣ
- Terror module:ପାକ୍ ହ୍ୟାଣ୍ଡଲରଙ୍କ ସହ ଲିଙ୍କ୍ ଥିବା ‘ଆତଙ୍କବାଦୀ ମଡ୍ୟୁଲ୍’ର ୪ସଦସ୍ୟଙ୍କୁ ଗିରଫ କଲା ATS
- ମାଲଦାରେ ୭ ନ୍ୟାୟିକ ଅଧିକାରୀଙ୍କୁ ଘେରାଉ ଘଟଣା; ମାଲଦାରେ ଯାଞ୍ଚ କରୁଛି ଏନଆଇଏ ଟିମ୍
- ଜନ୍ମ କଲା ମାଆକୁ ବିଷ ଖୁଆଇ ହତ୍ୟା କଲା ପୁଅ; ଗଛରେ ବାନ୍ଧି ପିଟିଲେ ଗ୍ରାମବାସୀ
- ଅଧିନାୟକ ପଦ ହରାଇବେ କି ରାହାଣେ
- ପାଟିରେ ପଶିଗଲା କଉ ମାଛ…ଚାଲିଗଲା ଯୁବକଙ୍କ ଜୀବନ
Comments are closed.