ପୁରୀ: ଭାଦ୍ରବ ଶୁକ୍ଳ ପୂର୍ଣିମା ତିଥିରେ ଇନ୍ଦ୍ରୋତ୍ସବ ପୂର୍ଣିମା ଅବସରରେ ସନ୍ଧ୍ୟା ଆଳତୀ ପରେ ଶ୍ରୀ ଦୋଳଗୋବିନ୍ଦ ଶ୍ରୀଅଙ୍ଗରୁ ଆଜ୍ଞାମାଳ ପାଇ ବଟ ମୂଳେ ଥିବା ପାଲିଙ୍କିକୁ ମହାଜନେ ବିଜେ କରାଇଥିଲେ । ବିମାନବଡୁ ସେବକ ମାନେ ଶ୍ରୀଦୋଳଗୋବିନ୍ଦଙ୍କୁ ଘଣ୍ଟ, ଛତା, କାହାଳି ସହ ସିଂହଦ୍ୱାର ଦେଇ ବଡ଼ଛତା ମଠ ନିକଟରେ ବିଜ କରାଇଥିଲେ ।ସେଠାରେ ଶୀତଳ ଭୋଗ ବଢ଼ିଲାପରେ ଭିତରଚ୍ଛ ମହାପାତ୍ର ଇନ୍ଦ୍ର, ଚନ୍ଦ୍ର,ଗୋବିନ୍ଦଙ୍କୁ ବନ୍ଦାପନା କରିଥିଲେ । ଏହାପରେ ବସେଳି ସହିରୁ ଇନ୍ଦ୍ରହାତୀ ଆସିବାପରେ ବନ୍ଦାପନା ହୋଇ ନୀତି ସମାପନ ପରେ ଶ୍ରୀଦୋଳଗୋବିନ୍ଦଙ୍କୁ ବଡ଼ଦେଉଳକୁ ବହୁଡାବିଜ କରିଥିଲେ ।
BREAKING NEWS
- ଚେନ୍ନାଇର ହ୍ୟାଟ୍ରିକ ପରାଜୟ: ଟିମ ଡେଭିଡ, ପାଡିକଲଙ୍କ ବିସ୍ଫୋରକ ବ୍ୟାଟିଂ
- Trump threatens: ମଙ୍ଗଳବାର ପାୱାର ପ୍ଲାଣ୍ଟ ଧ୍ୱଂସ ହୋଇଯିବ… ଇରାନ ହୋର୍ମୁଜ୍ ଯଦି ନ ଖୋଲେ;ଇରାନକୁ ଟ୍ରମ୍ପ୍ଙ୍କ ଅଶାଳୀନ ଗାଳି
- Lightning Strike:ରାଜ୍ୟରେ ବଜ୍ରପାତ ନେଲା ୩ଜୀବନ, ଅନେକ ଆହତ
- ଶିକ୍ଷା ବ୍ୟବସ୍ଥାର ଅବ୍ୟବସ୍ଥା ମଧ୍ୟରେ ନୂଆ ନୀତି; ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ନେଇ ଚିନ୍ତା ବୃଦ୍ଧି..
- Revenue Service: ହ୍ବାଟସଆପରେ ହେବ ରାଜସ୍ୱ ସେବା ସମ୍ପର୍କିତ ଅଭିଯୋଗ ଗ୍ରହଣ
- Palasa- Ichchapuram: ଭାରତୀୟ ରେଳବାଇର ସ୍ପଷ୍ଟୀକରଣ;ପ୍ରଭାବିତ ହେବନାହିଁ ପୂର୍ବତଟ ରେଳବାଇର ରାଜସ୍ବ ଆୟ
- ଧୋନୀ କେବେ ଖେଳିବେ କହିଲେ ରିତୁରାଜ
- ବେଙ୍ଗାଲୁରୁ-ଦିଲ୍ଲୀ ଇଣ୍ଡିଗୋ ବିମାନରେ ବୋମା ଧମକ…
- ବିପୁଳ ପରିମାଣର କଫ୍ ସିରଫକୁ ଚାଲାଣ ବେଳେ ଜବତ, ୨ ଅଟକ
- Bengali actor Rahul death:ବଙ୍ଗୀୟ ଅଭିନେତା ରାହୁଲଙ୍କ ମୃତ୍ୟୁ ମାମଲା; ପତ୍ନୀ ୫ ଜଣଙ୍କ ବିରୋଧରେ ଏତଲା ଦେଲେ
Comments are closed.